ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ ରବିବାର ଗୋଟିଏ ଦିନରେ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ମୁଣ୍ଡବିନ୍ଧାର କାରଣ ସାଜିଛି। ଏବେ ବିଏମ୍‌ସି ଦ୍ୱାରା କରାଯାଉଥିବା ଅଞ୍ଚଳବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ବିଶୋଧନ ପ୍ରକ୍ରିୟା ଉପରେ ବିଶେଷ ଭାବେ ଧ୍ୟାନ ଦିଆଯିବ ବୋଲି ବିଏମ୍‌ସି ଆଡିଶନାଲ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ କହିଛନ୍ତି। ବମିଖାଲ ଅଞ୍ଚଳରେ ଏବେ କଡ଼ାକଡ଼ି ଭାବେ ଆବଦ୍ଧ ଅଞ୍ଚଳ ନିୟମ ପାଳନ କରିବାକୁ ବିଏମ୍‌ସି ପ୍ରସ୍ତୁତ ହୋଇଛି। କେହି ବି ଲୋକ ଯଦି ବାହାରେ ବୁଲୁଥିବାର ନଜରକୁ ଆସେ ତେବେ ତାଙ୍କୁ ସିଧାସଳଖ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ବିଏମ୍‌ସି ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ଦିନ ହେବ ବସ୍ତିରେ ରହିଛନ୍ତିି ପଜିଟିଭ୍‌

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବସ୍ତି ଓ ଶିଳ୍ପାଞ୍ଚଳରେ କାର୍ଯ୍ୟ କରୁଥିବା ବାହାର ଶ୍ରମିକଙ୍କ ପାଇଁ ଭୁବନେଶ୍ୱରରେ ଏବେ ସଂକ୍ରମଣ ବଢ଼ିଚାଲିଛି। ବର୍ତ୍ତମାନ ସହରରେ ୫ଶହରୁ ଊର୍ଦ୍ଧ୍ୱ ବସ୍ତି...

ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି...

ପାରାଦୀପ ବନ୍ଦର ନାମ ବଦଳିଲା

ପାରାଦୀପ,୨୯ା୩(ସ୍ବ.ପ୍ର.):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପର ନାମ ସୋମବାର ପରିବର୍ତ୍ତନ କରାଯାଇଛି। ପୂର୍ବରୁ ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିଟି)ଥିବା ବେଳେ ଏବେ ପାରାଦୀପ ପୋର୍ଟ...

କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ...

ଥମୁଛି କରୋନା…

ନୂଆଦିଲ୍ଲୀ, ୧୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର...

ଢେଙ୍କାନାଳରେ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା, ମିଲ୍‌ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ି ପଡ଼ିବାରୁ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିଲା।...

କଲେଜ ପରିସରରେ ଅଧ୍ୟକ୍ଷ, କର୍ମଚାରୀଙ୍କ ମାରପିଟ୍‌, ଭିଡିଓ ଭାଇରାଲ

ବାଲେଶ୍ୱର,୧୪ା୯(ମାନସ ବିଶ୍ୱାଳ): ପାଣି ମଟର ଚଲାଇବାକୁ କେନ୍ଦ୍ର କରି କଲେଜ ପରିସରରେ ଅଧ୍ୟକ୍ଷ ଏବଂ କର୍ମଚାରୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହାର ଏକ ଭିଡିଓ ସୋସିଆଲ...

କାମ ନ କରି ୬୩ ଲକ୍ଷ ଟଙ୍କାର ବିଲ୍‌

ପଟ୍ଟାମୁଣ୍ଡାଇ,୨୬ା୧୧(ସ୍ବ.ପ୍ର.): ରାଜ୍ୟ ସରକାର କୋଭିଡ୍‌ ଗାଇଡ୍‌ ଲାଇନ୍‌କୁ କଡ଼ାକଡ଼ି ଲାଗୁ କରିବା ସହ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ ପଟ୍ଟାମୁଣ୍ଡାଇ ପୂର୍ତ୍ତ...

Advertisement
Archives

Model This Week