ବରଗଡ଼ରେ ଝଡ଼ବର୍ଷା ସହ କୁଆପଥର ମାଡ଼

ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରୁ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଜନଜୀବନ ପ୍ରଭାବିତ ହୋଇଛି। ଝଡ଼ବତାସ ଯୋଗୁ କେତେକ ସ୍ଥାନରେ ଗଛ, ଡାଳ ଭାଙ୍ଗି ପଡ଼ିଥିବାବେଳେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସେହିପରି ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ଭଳି ଅନେକ ସ୍ଥାନ ଜଳାର୍ଣ୍ଣବ ହୋଇ ଯାଇଥିବାବେଳେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। କରକା ମାଡ଼ରେ ପରିବା ଫସଲ ସମେତ ଆମ୍ବ ବଉଳ ନଷ୍ଟ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri