ବରଗଡ଼ରେ ପୋଲିସ ମହାନିର୍ଦ୍ଦେଶକ, ପରଖିଲେ ଲକ୍‌ଡାଉନ୍‌ ସ୍ଥିତି

ବରଗଡ଼ ଅଫିସ,୩୦।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ସେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ବରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ସେ ଓହ୍ଲାଇଥିଲେ। ସେଠାରୁ ଜିଲାର ବିଭିନ୍ନ ଅଞ୍ଚଳ ଯାଇ ପୋଲିସ ମହାନିର୍ଦ୍ଦେଶକ ଜିଲାରେ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ପ୍ରତିହତ ପାଇଁ ନିଆଯାଇଥିବା ପଦକ୍ଷେପ ତଥା ଲକ୍‌ ଡାଉନ୍‌ କଟକଣା ସ୍ଥିତି ଅନୁଧ୍ୟାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରାଞ୍ଚଳ ଡିଆଇଜି ହିମାଂଶୁ ଲାଲ, ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ, ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳିରେ ନିର୍ମିତ କଟେଜ ପରିବେଶ ପ୍ରତି ଆଣିବ ବିପଦ

କୋରାପୁଟ,୧୯ା୬(ଅମିତାଭ ବେହେରା): କୋରାପୁଟ ଜିଲାର ଦେଓମାଳିରେ ପର୍ଯ୍ୟଟନର ବିକାଶ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା କଟେଜ ନିର୍ମାଣକୁ ନେଇ କୋରାପୁଟର ପରିବେଶବିତ୍‌ମାନେ ଚିନ୍ତାପ୍ରକଟ...

କୋଇଲା ପରିବହନ ଯୋଗୁ ରାସ୍ତା ଜାମ୍‌

ସୁନ୍ଦରଗଡ଼,୩୦।୮(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକର ଏମ୍‌ସିଏଲଠାରୁ ସୁନ୍ଦରଗଡ଼ ଓ କନିକା ସାଇଡିଂ ପର୍ଯ୍ୟନ୍ତ ବିଭିନ୍ନ ଟ୍ରକ ଯୋଗେ କୋଇଲା ପରିବହନ ହେଉଛି। ପ୍ରତିଦିନ ଏମ୍‌ସିଏଲ୍‌ରୁ...

୬୩ ହଜାର ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍ସ ହ୍ରାସ କରାଯାଇଛି। ଏହା ଦ୍ୱାରା...

ଡ୍ରାଇଭରମାନେ ବଞ୍ଚାଇଲେ ପୋଲିସ ଅଧିକାରୀଙ୍କ ଜୀବନ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଧୀରେ ଧୀରେ ଲୋକଙ୍କ ମଧ୍ୟରେ ମାନବିକତା ମରିଯାଉଛି। ତେବେ କେତେକଙ୍କ ମଧ୍ୟରେ ମଣିଷପଣିଆ ଏବେ ମଧ୍ୟ ବଞ୍ଚିରହିଛି। ରାୟଗଡ଼ା ଜିଲା ପଦ୍ମପୁର ଅଞ୍ଚଳରେ ଶନିବାର ରାତିରେ...

ଜମି ଅଧିଗ୍ରହଣରେ ଚଞ୍ଚକତା

ବାଲିଆପାଳ,୪।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ରେଳ ରାସ୍ତା ପାଇଁ ଚଞ୍ଚକତା କରାଯାଇ ଜମି ଅଧିଗ୍ରହଣ କରାଯାଇଥିବା ନେଇ ଶୁକ୍ରବାର ପୂର୍ବାହ୍ନରେ...

ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ...

ବଉଳା ବଢ଼ିଲା, ମଗର କମିଲା

ଭୁବନେଶ୍ୱର, ୨୫।୨(ବ୍ୟୁରୋ):ରାଜ୍ୟରେ ଚଳିତବର୍ଷ ବଉଳା ଓ ଘଡ଼ିଆଳ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବାବେଳେ ସାତକୋଶିଆରେ ମଗର ପ୍ରଜାତି କୁମ୍ଭୀର ସଂଖ୍ୟା ହ୍ରାସ ପାଇଛି ବୋଲି ପିସିସିଏଫ୍‌...

ଓଡିଶା ଫେରନ୍ତା ୨୪୬ ପଜିଟିଭ, ସାମ୍ପଲ ଟେଷ୍ଟ ପାଇଁ ପଠାଗଲା ନମୁନା

ଭୁବନେଶ୍ୱର,୬।୧୨(ବ୍ୟୁରୋ) : ନଭେମ୍ବର ୨୪ ପରେ ବିଦେଶରୁ ଓଡିଶା ଫେରିଥିବା ବେଳେ ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କିଏ ଓମିକ୍ରନ...

Advertisement
Archives

Model This Week