ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା ହୋଇଥିବାବେଳେ ଇଟା ଗଢ଼ିବାକୁ ଏଠାକୁ ଆସିଥିଲେ । ସେଠାରେ ଝାଟିମାଟି କୁଡ଼ିଆଟିଏ କରି ସେମାନେ ଇଟା ଗଢ଼ିବା ସହିତ ନିଜ ଜୀବନଯାପନ କରୁଥିଲେ । ମାତ୍ର ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ସେମାନଙ୍କ ରୋଜଗାର ବନ୍ଦ ହୋଇ ଯାଇଛି । ସେମାନଙ୍କ ପାଖକୁ ଏ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କିଛି ସହାୟତା ପହଞ୍ଚି ପାରି ନାହିଁ । ଏହି ସୂଚନା ପାଇବା ପରେ ବରଗଡ଼ର ରଞ୍ଜିତା ପ୍ରିୟଦର୍ଶିନୀ ଅସହାୟ ଶ୍ରମିକଙ୍କୁ ସହଯୋଗ କରିବା ପାଇଁ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଆଇଜି ଅମିତାଭ ଠାକୁର ପ୍ରମୁଖଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri