ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ ଏହାର ଯଥେଷ୍ଟ ପ୍ରଭାବ ଅନୁଭୂତ ହୋଇଛି। ଦିନ ପ୍ରାୟ ସାଢେ ୧୦ଟାରେ ବିଚାରପତି ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବାକୁ କୋର୍ଟକୁ ଆସୁଥିଲେ। ତେବେ ସେମାନେ କୋର୍ଟରେ ପହଞ୍ଚିବା ପୂର୍ବରୁ ସେଠାରେ ଉପସ୍ଥିତ ଥିବା ବନ୍ଦ ପାଳନକାରୀମାନେ ବନ୍ଦ ପାଳନର ଆଭିମୁଖ୍ୟ ଉପରେ କହିବା ସହିତ ସେଥିରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ପରେ ବିଚାରପତି ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ ସେଠାରୁ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ବସ୍‌ ଚଳାଚଳ ବନ୍ଦ

ଭଦ୍ରକ ଅଫିସ,୪।୧୦: ବସ୍‌କୁ ଅଟକାଇ ବଟି ଆଦାୟ କରିବା ସହ ଡ୍ରାଇଭର, କଣ୍ଡକ୍ଟରଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ମଙ୍ଗଳବାର ଭଦ୍ରକ ଜିଲାରେ ବସ୍‌ ଚଳାଚଳ ବନ୍ଦ...

ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ...

ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪...

ଛାତ୍ରୀ ନିବାସ କୋଠରିରୁ ମିଳିଲା ଝୁଲନ୍ତା ମୃତଦେହ

ରସୁଲପୁର,୨୬ା୧୦(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡକଇଁଚି ପଞ୍ଚାୟତର ହୃଷିକେଶ ଖିଲାରଙ୍କ ବଡ଼ଝିଅ ରଶ୍ମିରେଖା(୧୯)ଙ୍କ ରବିବାର ରାତିରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି ା...

ମାଲାବାରରେ‘ଆର୍ଟିଷ୍ଟ୍ର ବ୍ରାଣ୍ଡେଡ୍‌ ଜୁଏଲେରି ଶୋ’

ଭୁବନେଶ୍ୱର,୨୫।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଏକ ୯ ଦିନିଆ ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌ ଜୁଏଲେରି...

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି...

ବିଦେଶରୁ ଫେରିବେ ଓଡ଼ିଆ: ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌; ରେଜିଷ୍ଟ୍ରେଶନ୍‌ ସହ ଟେଷ୍ଟିଂ ବାଧ୍ୟତାମୂଳକ

ଭୁବନେଶ୍ୱର,୫।୫(ବ୍ୟୁରୋ): ଆଗାମୀ ଦିନରେ ବିଦେଶରୁ ବହୁ ଓଡ଼ିଆ ଫେରିବାର ସମ୍ଭାବନା ରହିଛି। ଏହାକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

ଖୋଲିପାରେ ୬ଷ୍ଠରୁ ୮ମ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ...

Advertisement
Archives

Model This Week