ବରଗଡ଼ରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ: ପଦ୍ମପୁର ପୌରାଞ୍ଚଳକୁ ବୁଧବାର ଯାଏ ସଟ୍‌ଡାଉନ୍‌ ଘୋଷଣା

ବରଗଡ଼ ଅଫିସ,୨୧।୬- ବରଗଡ଼ ଜିଲାରେ ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ବଢିବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ଜିଲାର ପଦ୍ମପୁର ପୌରାଞ୍ଚଳକୁ ରବିବାର ଦିନ ୧ଟାରୁ ସଟ୍‌ଡାଉନ ଘୋଷଣା ଘୋଷଣା କରାଯାଇଛି। ଆସନ୍ତା ୨୪ ତାରିଖ ଅର୍ଥାତ୍‌ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ ଏକ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ କୌଣସି ଗାଡି କିମ୍ବା କେହି ବାହାରେ ଯାତାୟତ କରି ପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ସୂଚାଇ ଦିଆଯାଇଛି। କେବଳ ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ଏଥିରୁ ବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri