ବରଗଡ଼ରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ: ପଦ୍ମପୁର ପୌରାଞ୍ଚଳକୁ ବୁଧବାର ଯାଏ ସଟ୍‌ଡାଉନ୍‌ ଘୋଷଣା

ବରଗଡ଼ ଅଫିସ,୨୧।୬- ବରଗଡ଼ ଜିଲାରେ ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ବଢିବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ଜିଲାର ପଦ୍ମପୁର ପୌରାଞ୍ଚଳକୁ ରବିବାର ଦିନ ୧ଟାରୁ ସଟ୍‌ଡାଉନ ଘୋଷଣା ଘୋଷଣା କରାଯାଇଛି। ଆସନ୍ତା ୨୪ ତାରିଖ ଅର୍ଥାତ୍‌ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ ଏକ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ କୌଣସି ଗାଡି କିମ୍ବା କେହି ବାହାରେ ଯାତାୟତ କରି ପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ସୂଚାଇ ଦିଆଯାଇଛି। କେବଳ ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ଏଥିରୁ ବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ

କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ...

‘କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିପାରିବ ବୁଷ୍ଟର ଡୋଜ୍‌’

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ତଥା ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିଏଫ୍‌-୭ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଛି। ଏହାକୁ...

ସ୍ନାନ ସମୟରେ ଯୁବତୀଙ୍କ ଫଟୋ ଉଠାଇ ନିର୍ଧୁମ ଛେଚା ଖାଇଲେ ଯୁବକ

ବସ୍ତା,୨୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜନୈକ ଯୁବତୀ ସୋମବାର ସ୍ନାନ କରୁଥିବାବେଳେ ଜଣେ ଯୁବକ ଗୋପନରେ ତାଙ୍କ ଭିଡିଓ ଓ ଫଟୋ ଉଠାଉଥିବା...

ଖାଉଟି ସାମଗ୍ରୀ ଯୋଗାଣରେ ଅନିୟମିତତା: ଡିଲର ପରିବର୍ତ୍ତନ ନେଇ ବିଡିଓଙ୍କୁ ଘେରିଲେ ରିଘାଗଡ଼ ଗ୍ରାମବାସୀ

ରାଜନଗର, ୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ରିଘାଗଡ଼ ଗ୍ରାମର ଡିଲର କ୍ଷୀରୋଦ ମହାରଣା ଖାଉଟି ସାମଗ୍ରୀ ଯୋଗାଇବା କ୍ଷେତ୍ରରେ ଅନିୟମିତତା, ଖାଉଟିମାନଙ୍କୁ ଦୁର୍ବବ୍ୟହାର କରୁଥିବା...

ନବୀନ ନିବାସ ଘେରିବେ ଦେହଜୀବୀ

ଭୁବନେଶ୍ୱର, ୭।୧(ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ରାଜଧାନୀରେ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଏହାକୁ ବିରୋଧକରି କିଛିଦିନ ହେବ ଉଠା ଦୋକାନୀମାନେ ଆନ୍ଦୋଳନ ଚଳାଇଥିବା ବେଳେ...

ଦୁର୍ନୀତିକୁ ନୀତି କରୁଛନ୍ତି ରାଜ୍ୟ, କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଗଣତନ୍ତ୍ରରେ ସୁଧାର ଆଣିବା ପରିବର୍ତ୍ତେ ଶାସନରେ ଥିବା ଦଳମାନେ ଏହାର ଅପବ୍ୟବହାର କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ...

କିନ୍ନର, ଅସହାୟଙ୍କୁ ଯୋଗାଇଲେ ଆହାର

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ପାଣିଛତ୍ରଠାରେ ସୋମବାର ଗରିବ, ଅସହାୟ ତଥା କିନ୍ନରଙ୍କ ପାଇଁ ଅନ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା। ଅନ୍ନଭୋଜନ କାର୍ଯ୍ୟକ୍ରମକୁ ଅଞ୍ଚଳର ଅସହାୟ ଲୋକେ...

ପାଇପ୍‌ ଫାଟି ମାଡ଼ିଗଲା ପାଉଁଶ ପାଣି

ତାଳଚେର,୭ା୩(ନି.ପ୍ର.) – ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ଆଶ୍‌ ପାଇପ୍‌ ଶୁକ୍ରବାର ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟି ଯିବାରୁ କେତେଜଣଙ୍କ ଘର...

Advertisement
Archives

Model This Week