ବରଗଡ଼ରେ ଲକ୍‌ ଡାଉନ୍‌ ସ୍ଥିତି ପରଖିଲେ ପୋଲିସ ଡିଜି ଅଭୟ

ବରଗଡ଼‌,୩୦।୪: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି । ଦିନ ପ୍ରାୟ ଗୋଟାଏରେ ସେ ହେଲିକପ୍ଟର ଯୋଗେ ଆସି ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ ଓହ୍ଲାଇଥିଲେ । ତାଙ୍କ ସହିତ ଅତିରିକ୍ତ ପୋଲିସ ଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ଏଠାକୁ ଆସିଛନ୍ତି । ଉଭୟେ ବରଗଡ଼ର ବିଭିନ୍ନ ଅଞ୍ଚଳ ଗସ୍ତ କରି କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ପୋଲିସ ପକ୍ଷରୁ ନିଆଯାଇଥିବା ବ୍ୟବସ୍ଥା ଏବଂ ଲକ୍‌ ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଏସପି ପଦ୍ମିନୀ ସାହୁ, ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?