ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ବୃଦ୍ଧଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ଗତ ୧୪ ତାରିଖରୁ ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଭେଣ୍ଟିଲେଟରରେ ଚିକିତ୍ସାଧିନ ଅଛନ୍ତି। ତେବେ ଉକ୍ତ ଆକ୍ରାନ୍ତଙ୍କ ପରିବାରର ଅନ୍ୟ ୩ ସଦସ୍ୟଙ୍କଠାରେ ଲକ୍ଷଣ ଦେଖାଯିବାରୁ ସେମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲକୁ ନିଆଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଏବଂ ପାଶର୍‌ବବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି। ଉକ୍ତ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରେ ପହଞ୍ଚିଛ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri