ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର ପୈତୃକ ବାସଗୃହ, ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଘସିଆନସ୍ଥିତ ଶ୍ବଶୁର ଘର, ସରକାରୀ ଅଫିସ ଆଦି ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରିରହିଛି। ସରକାରୀ ବାସଭବନରେ ଗତ ୬ ମାସ ହେଲା ସେ ରହୁ ନ ଥିବା ଯୋଗୁ ସେଠାରେ ତଲାସୀ ହୋଇ ନାହିଁ। ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକ, ରାଉରକେଲା ଭିଜିଲାନ୍ସ ଡିଏସ୍‌ପି ଡି. ସେଠୀ, ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ପରମେଶ୍ବର କିଶାନ ପ୍ରମୁଖ ଏହି ଚଢ଼ାଉରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମିଶନରେଟ୍‌ ପୋଲିସର ଗଣେଶ ପୂଜା ପ୍ରସ୍ତୁତି ବୈଠକ

କଟକ ଅଫିସ,୧୭ା୮: କଟକ ସହରର ବିଭିନ୍ନ ମଣ୍ଡପରେ ଆସନ୍ତା ୩୧ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ଏହାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ...

୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: ୧୧୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ରାଜ୍ୟରେ ଆଉ ୯ଜଣ ଅଧିକାରୀଙ୍କୁ ଶୁକ୍ରବାର ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୭ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଥିବା ବେଳେ...

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ

କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର...

୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ...

ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ...

ବଢୁଛି ମାପ ଓଜନରେ ଜାଲିଆତି: ୩ ବର୍ଷରେ ୬୮୦ ପେଟ୍ରୋଲ ପମ୍ପ୍‌ରେ ଠକେଇ

ଯାଜପୁର ଅଫିସ,୫।୪: ଜନସାଧାରଣ କେବଳ ପେଟ୍ରୋଲ ଓ ଡିଜେଲ ଦର ଅହେତୁକ ବୃଦ୍ଧିଜନିତ ଆର୍ଥିକ ବୋଝକୁ ସହୁନାହାନ୍ତି, ପେଟ୍ରୋଲ ପମ୍ପ୍‌ରେ ମାପ ଠକେଇର ମଧ୍ୟ ଶିକାର...

ରେଳ ବିଭାଗର ମହିଳା ଯୋଦ୍ଧା

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ...

ବିଦ୍ୟୁତ୍‌ ଦର ବୃଦ୍ଧିକୁ ନେଇ ବିରୋଧୀ କ୍ଷୁବ୍ଧ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଘରୋଇ ବିଜୁଳି ଉପଭୋକ୍ତାଙ୍କ ଦର ବଢିବା ଘଟଣାରେ ବିରୋଧୀ ଭାଜପା ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ...

Advertisement
Archives

Model This Week