ବରଗଡ଼ ଅଫିସ୍,୨୨।୮- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ମାତ୍ର ଏପର୍ଯ୍ୟନ୍ତ ତାହା ସ୍ଥାପନ କରାଯାଇ ନଥିବା ଯୋଗୁ ଜିଲାର କିଡ୍ନୀ ରୋଗୀମାନେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି । ଏଥିପାଇଁ ସ୍ଥାନୀୟ କିଡ୍ନୀ ରୋଗୀମାନେ ଜିଲା ବାହାରକୁ ଯାଇ ବହୁ ଖର୍ଚ୍ଚାନ୍ତରେ ପଡ଼ୁଥିବା ଅଭିଯୋଗ ହୋଇଛି । ଫଳରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ତୁରନ୍ତ ସ୍ଥାପନ ସହିତ ତାହା କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି । ଏହି ଦାବି ନେଇ ଗୁରୁବାର ସ୍ଥାନୀୟ ସ୍ବେଚ୍ଛାସେବୀ ଗୁରପ୍ରୀତ ସିଂ, ଭବାନୀ ପ୍ରସାଦ ସାହୁ, ରମେଶ ମହାପାତ୍ର, ପବିତ୍ର ଦେହୁରୀ, ସ୍ବରୂପ କୁମାର ଭୋଇ, ଅସିତ କୁମାର ସାହୁ, ମେରିୟମ ବାର୍ଲା ପ୍ରମୁଖ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।
ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଡାଏଲେସିସ୍ ମେଶିନ ସ୍ଥାପନ ଦାବି, ଜିଲାପାଳଙ୍କୁ ଭେଟିଲେ ସ୍ବେଚ୍ଛାସେବୀ
Posted inଆମ ଜିଲା ଖବର, ବରଗଡ଼ View All

ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ
ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି...
ବୀରବଳଭଦ୍ରପୁର ଗୋପୀନାଥ ଦେବ ମନ୍ଦିରରୁ ଚୋରି ମୂର୍ତ୍ତି ଫୋପାଡିଲେ, ଅଳଙ୍କାର ନେଇଗଲେ
ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି...

ସମ୍ଭାବ୍ୟ ବାତ୍ୟା ମୁକାବିଲା ସ୍ଥିତି ସମୀକ୍ଷା କଲେ ପୋଲିସ ମହାନିର୍ଦ୍ଦେଶକ
ଭଦ୍ରକ ଅଫିସ,୧୮ା୫: ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ମଧ୍ୟାହ୍ନରେ ଭଦ୍ରକରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ପ୍ରବାସୀମାନଙ୍କୁ ଜାତୀୟ ରାଜପଥ...

ମାଛ ଧରିବାକୁ ଯାଇ ଚିଲିକାରେ ଫସିଲା ଡଙ୍ଗା
କୃଷ୍ଣପ୍ରସାଦ, ୨୮।୧୦(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୃଷ୍ଣପ୍ରସାଦସ୍ଥିତ ଚିଲିକାକୁ ଏକ ମତ୍ସ୍ୟଜୀବୀ ପରିବାର ଡଙ୍ଗା ଯୋଗେ ମାଛ ଧରିବାକୁ ଯାଇଥିବାବେଳେ ଦଳରେ ଡଙ୍ଗା ଫସିଯିବାରୁ...

ନଷ୍ଟ ହେଉଛି ବର୍ଷକର ଅମଳ
ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ...

ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା
ଗୁଣପୁର,୧୮ା୬(ଡି.ଏନ୍.ଏ.)- ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି...

ବ୍ରାହ୍ମଣୀ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ,ପରିଚୟ ଖୋଜୁଛି ପୋଲିସ
ବରୀ,୧୯।୯(ଡି.ଏନ.ଏ): ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱରେ ଏକ ମୃତଦେହ ଭାସୁଥିଲା। ରାମଚନ୍ଦ୍ରପୁର ନିକଟସ୍ଥ ରାମେଶ୍ୱର ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ମୃତଦେହ...

ବାଲି ଫିଲିଂକୁ ନେଇ ବଢୁଛି ଅସନ୍ତୋଷ
କଟକ ଅଫିସ,୨୮।୫: ବରଫି ପାଇଁ ଜିଲା ପ୍ରଶାସନ ପକ୍ଷରୁ ମାତାମଠ ମଣାଣିରେ ବାଲି ଫିଲିଂ କାର୍ଯ୍ୟକୁ ବିରୋଧ କରିଛନ୍ତି କଟକର ତେଲୁଗୁ ସମ୍ପ୍ରଦାୟ। ଏଥିପାଇଁ ବିକଳ୍ପ...