ବରଗଡ଼ ନୂତନ ଜିଲାପାଳଙ୍କ ଯୋଗଦାନ

ବରଗଡ଼ ଅଫିସ,୨୫।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଝାରସୁଗୁଡ଼ା ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ପ୍ରକାଶଥାଉ କି, ବରଗଡ଼ ପୂର୍ବତନ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୧ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାମ

ପୁରୀ ଅଫିସ,୧୬।୨: ଶ୍ରୀମନ୍ଦିର ଐତିହ୍ୟ କରିଡର ସଂକ୍ରାନ୍ତ ନକ୍ସା ତଥା ଚିଠା ପ୍ରସ୍ତାବ ଚୂଡ଼ାନ୍ତ ହୋଇ ଅନୁମୋଦନ ପାଇଛି। ଆସନ୍ତା ଜୁନ୍‌ ୧ରୁ ଐତିହ୍ୟ କରିଡର...

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର...

ଧାନକିଣାରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ବାରିପଦା ଅଫିସ, ୧୯ା୬-ରବି ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିବାରେ ଲାଗିଛି। ଏଥିରେ ସରକାରୀ କର୍ମଚାରୀ, ମିଲର, ଦଲାଲମାନେ...

ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ...

ଦିଲ୍ଲୀରେ ବିକ୍ରି ଯୁବତୀ ଉଦ୍ଧାର

ରାଉରକେଲା ଅଫିସ,୧୨ା ୩-ବିବାହ ପ୍ରଲୋଭନ ଦେଖାଇ ଦିଲ୍ଲୀରେ ବିକ୍ରି କରାଯାଇଥିବା ଜଣେ ଯୁବତୀ (୨୫) ମଙ୍ଗଳବାର ଉଦ୍ଧାର ପରେ ଗାଁକୁ ଫେରିଛନ୍ତି। ସେ ଚାନ୍ଦିପୋଷ ଥାନା...

ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗହପଣ୍ଡି/ପାଟପୁର, ୧୪ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାର ତଦନ୍ତ ପାଇଁ ପୋଲିସ ଥାନାକୁ ଆଣିଥିବା ଜଣେ...

ପୁରୀରେ ପୁଣି ଉଚ୍ଛେଦ ଆରମ୍ଭ: ଏଥର ମହୋଦଧି ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୨୯।୧୦: ପୁରୀରେ ପୁଣି ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ମଙ୍ଗଳବାର ମୋଚିସାହି ଛକରେ ଥିବା ମହୋଦଧି ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାଯାଉଛି। ପୂର୍ବରୁ...

୭ ନଦୀ,୨୭ ନାଳବନ୍ଧ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୨୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲା...

Advertisement
Archives

Model This Week