ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା ସୂଚନା ମିଳିଛି। ତାଙ୍କ ବାମ ହାତ ପାପୁଲି ଏବଂ ଜଙ୍ଘରେ ଗୁଳି ବାଜିଛି। କେଉଁ ନିର୍ଦ୍ଦିଷ୍ଟ ସ୍ଥାନରେ ଏବଂ କେଉଁ କାରଣରୁ ତାଙ୍କୁ ଗୁଳିମାଡ ହୋଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ଆହତ ଯୁବକ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଥିବାବେଳେ ଟାଉନ ଥାନା ପୋଲିସ ଏ ନେଇ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଧାନର ଅଭାବୀ ବିକ୍ରି

କେନ୍ଦ୍ରାପଡା ଅଫିସ, ୧୨।୧୨ – କେନ୍ଦ୍ରାପଡା ଜିଲାର ଖରିଫ ଧାନଚାଷୀ ମଣ୍ଡି ଅପେକ୍ଷାରେ ଅଛନ୍ତି। ନଭେମ୍ବର ଶେଷ ସପ୍ତାହ ସୁଦ୍ଧା ଅଧିକାଂଶ ଚାଷୀ ଧାନ ଅମଳ...

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ...

ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁପତ୍ର ତୋଳାଳି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି। ଏହି...

୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି...

ବିଚାରପତି ଚୟନ ପ୍ରକ୍ରିୟା ପ୍ରସଙ୍ଗ: ହାଇକୋର୍ଟ ଖୋଲିବା ଦିନରେ ଆନ୍ଦୋଳନ

କଟକ ଅଫିସ,୧୮।୬: ଦୀର୍ଘ ୧ ମାସର ଗ୍ରୀଷ୍ମ ଅବକାଶ ପରେ ସୋମବାର ହାଇକୋର୍ଟ ଖୋଲିଥିଲା। ହେଲେ ପ୍ରଥମ ଦିନରୁ ହିଁ ଓକିଲମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ହାଇକୋର୍ଟ...

ଥାନାଧିକାରୀଙ୍କ ବିରୋଧରେ କମିଶନରଙ୍କୁ ଭେଟିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୮।୨(ବ୍ୟୁରୋ): କ୍ୟାପିଟାଲ ଥାନା ଅଧିକାରୀଙ୍କ ବିରୋଧରେ ପୋଲିସ କମିଶନରଙ୍କୁ ଫେରାଦ ହୋଇଛି ପ୍ରଦେଶ ଛାତ୍ର କଂଗ୍ରେସ। ସୋମବାର ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ପିସିସି...

ଚମକ ଭରିବ ଚୁମୁକି

ବଅଁରପାଳ, ୩୦ା୯ (ଡି.ଏନ.ଏ.): ଶେଷ ସୋପାନରେ ପହଞ୍ଚିଲାଣି ଶାରଦୀୟ ପୂଜା ଆୟୋଜନ। ମଣ୍ଡପ ସାଜସଜ୍ଜା ସମ୍ପୂର୍ଣ୍ଣ ହେବାକୁ ଆଉ ଅଧିକ କାର୍ଯ୍ୟ ନାହିଁ। ଝଲମଲ କଲାଣି...

Advertisement
Archives

Model This Week