ବରଗଡ଼-ବଲାଙ୍ଗୀର ରାସ୍ତାରେ ବ୍ୟବସାୟୀଙ୍କୁ ଗୁଳିମାଡ଼, ଡାକ୍ତରଖାନାରେ ଭର୍ତ୍ତି

ବରଗଡ଼ ଅଫିସ, ୧୦।୧୦- ବରଗଡ଼-ବଲାଙ୍ଗୀର ରାସ୍ତାରେ ବୁଧବାର ବିଳମ୍ବିତ ରାତିରେ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ (୨୬)। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିରେ ସେ ବ୍ୟବସାୟ କରୁଥିବା ସୂଚନା ମିଳିଛି। ତାଙ୍କ ବାମ ହାତ ପାପୁଲି ଏବଂ ଜଙ୍ଘରେ ଗୁଳି ବାଜିଛି। କେଉଁ ନିର୍ଦ୍ଦିଷ୍ଟ ସ୍ଥାନରେ ଏବଂ କେଉଁ କାରଣରୁ ତାଙ୍କୁ ଗୁଳିମାଡ ହୋଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ଆହତ ଯୁବକ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଥିବାବେଳେ ଟାଉନ ଥାନା ପୋଲିସ ଏ ନେଇ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ବଞ୍ଚାଅ ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ଟେକିନେଲା ପୋଲିସ

ଆଳି,୧୦।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନସ୍ଥଳରେ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି। ପ୍ରଶାସନର ସିଆରପିସି ଧାରା ୧୪୪କୁ ଅମାନ୍ୟ...

ତେଲନଦୀକୁ ଡେଇଁ ଦିବ୍ୟାଙ୍ଗ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍‌ ସମ୍ପକ୍ତ...

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ; ମଙ୍ଗଳବାର ହେବ ଭୋଟ ଗଣତି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ମଙ୍ଗଳବାର ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ଖବରଦାତା ସମ୍ମିଳନୀ...

କରୋନା ମୁକାବିଲା: ଅଚାନକ ଆହାରକେନ୍ଦ୍ର ଯାଞ୍ଚ କଲେ ଉପଜିଲାପାଳ, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ

ଛତ୍ରପୁର,୧୪।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଏହାକୁ...

ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍‌

ଗୋପ,୧୧ା୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର...

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଏସ୍‌ଡିଓ

ଜୟପୁର,୧୫।୯(ନି.ପ୍ର.): ଜୟପୁର ଜିଲା ଇଲେକ୍ଟ୍ରିକାଲ ଏସ୍‌ଡିଓ କେ. ଶ୍ରୀନିବାସ ପାତ୍ର ଭିଜଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଯାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ...

ଇଙ୍କ୍‌ଫେଷ୍ଟ ପଞ୍ଚମ ସନ୍ଧ୍ୟାର ଚତୁର୍ଥ କଥାଚକ୍ର: ବୟନ ଶିଳ୍ପ ଦେଇଛି ପରିଚୟ, ରୋଜଗାର

ସୋନପୁର,୨୧।୧(ନି.ପ୍ର.) – ବୟନ ଶିଳ୍ପ ହିଁ ସୁବର୍ଣ୍ଣପୁର ଜିଲାକୁ ଦେଶ ବିଦେଶରେ ପରିଚିତ କରିଛି। ଏଠାକାର କୁଶଳୀ ବୁଣାକାର ହସ୍ତତନ୍ତ ଓ ବୟନ କଳାକୁ ବିଶ୍ୱସ୍ତରରେ...

ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ...

Advertisement


Archives

Model This Week