ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର  ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ ଛାଡ଼ି ଦେଲେ ବର୍ତ୍ତମାନ ସୁଦ୍ଧା ମତଦାନ ଶୃଙ୍ଖଳିତ ରହିଛି।  ଦିନ ୧୧ଟା ସୁଦ୍ଧା ଜିଲାର ଅତାବିରା ବିଧାନସଭା ନିର୍ବାଚନମଣ୍ଡଳୀରେ ସର୍ବାଧିକ ୨୭ ଏବଂ ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ସର୍ବନିମ୍ନ ୧୫ପ୍ରତିଶତ ମତଦାନ ହୋଇଛି। ସେହିପରି ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୬.୦୪, ପଦ୍ମପୁରରେ ୧୭  ଓ ଭଟଲିରେ ୨୨ ପ୍ରତିଶତ ମତଦାନ ହୋଇଥିବା ନେଇ ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍‌ଖାନାରୁ କଫ୍‌ ସିରପ ଚୋରି କରି ASI ନିଲମ୍ବିତ

ସମ୍ବଲପୁର,୨୩ା୫: ମାଲ୍‌ଖାନାରୁ କଫ୍‌ ସିରପ୍‌ ଚୋରି କରି ଜଣେ ASI ନିଲମ୍ବିତ ହୋଇଛନ୍ତି। ତେବେ ଟାଉନ ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ବିଦ୍ୟୁତ୍‌ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି...

ଲାଞ୍ଚ ନେବା ଅଭିଯୋଗ: ପୂର୍ବତନ IIC ସମେତ ୨ ପୋଲିସ ନିଲମ୍ବିତ

କଟକ, ୨୦।୫: ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଡିଜିପି ୱାଇ.ବି. ଖୁରାନିଆ ଆଜି ଦୁଇ ପୁଲିସ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଡିଜିପି ଇନ୍ସପେକ୍ଟର...

ବଡ଼ବାପାଙ୍କ ଶୁଦ୍ଧିକ୍ରିୟାରେ ଅଘଟଣ: ମଝିଆ ଭଉଣୀଙ୍କୁ ଛୁରି ଭୂଷି ହତ୍ୟା କଲେ ଭଉଣୀଭାଇ

କୁଚିଣ୍ଡା,୧୮ା୫(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ମଝାପଡା ଗୁଣ୍ଡିଚାମନ୍ଦିର ସମ୍ମୁଖରେ ବଡ଼ ବାପାଙ୍କ ଶୁଦ୍ଧିକ୍ରିୟା ଚାଲିଥିବା ସମୟରେ ଜମିବାଡି ବିବାଦକୁ ନେଇ...

ତପସ୍ବିନୀ ଏକ୍ସପ୍ରେସ୍‌କୁ ପଥର ମାଡ଼: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର,୧୭।୫(ପ୍ରମୋଦ ବହିଦାର): ତପସ୍ବିନୀ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ ହୋଇଛି। ଏଥିରେ ଟ୍ରେନର କାଚ ଭାଙ୍ଗିପଡ଼ିଛି। ପଥର ମାଡ଼ ପରେ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରେଙ୍ଗାଲି...

ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ

ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ...

ବିନା ପରମିଟ୍‌ରେ ଫ୍ଲାଏ ଆସ ଚାଲାଣ: ୨୩ ଟ୍ରକ ଜବତ

ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): ବେଆଇନ ଅଳିଆ ନିଷ୍କାସନ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଥେଲକୋଲୋଇ ପୋଲିସ। ଥେଲକୋଲୋଇ ନିକଟରେ ଫ୍ଲାଏ ଆସ ବୋଝେଇ ୨୩ଟି...

ଯବାନଙ୍କ ପ୍ରସୂତି ସ୍ତ୍ରୀଙ୍କୁ ଭିମ୍‌ସାରରେ ମିଳିଲାନି ରକ୍ତ

ସମ୍ବଲପୁର/ଝାରସୁଗୁଡ଼ା,୧୨ା୫(ପ୍ରମୋଦ ବହିଦାର/ଆଶିଷ ରଞ୍ଜନ ଦାଶ):ଦେଶ ମାତୃକାର ସୁରକ୍ଷାରେ ନିୟୋଜିତ ବୁର୍ଲା ଭିମ୍‌ସାରରେ ଚିକିତ୍ସାଧୀନ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଆବଶ୍ୟକ ରକ୍ତ ମିଳି ପାରିଲାନି। ଡାକ୍ତରଙ୍କ ପରାମର୍ଶକ୍ରମେ...

ଡାକ୍ତରଖାନାରୁ ମହିଳା ରୋଗୀ ନିଖୋଜ

ରେଢାଖୋଲ,୧୧ା୫(ଅଚ୍ୟୁତାନନ୍ଦ ପୁରୋହିତ): ସ୍ବାମୀଙ୍କ ମାଡରେ ଆହତ ହୋଇ ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ନିଖୋଜ ହୋଇଯାଇଛନ୍ତି। ଏନେଇ ମହିଳାଙ୍କ ମା’ ରେଢାଖୋଲ ଥାନାରେ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri