ବରଗଡ଼ ରେଳଷ୍ଟେଶନରୁ ଶିଶୁ ଉଦ୍ଧାର ଘଟଣା, ୩ ଦିନ ପରେ ମଧ୍ୟ ମିଳୁନି ପରିଚୟ

ବରଗଡ଼ ଅଫିସ, ୨୯।୭: ବରଗଡ଼ ରେଳଷ୍ଟେଶନ ପ୍ଲାଟଫର୍ମରୁ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ଶିଶୁଙ୍କୁ ଗତ ୨୭ ତାରିଖରୁ ଆର୍‌ପିଏଫ୍‌ ପକ୍ଷରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ଶିଶୁକୁ ସ୍ଥାନୀୟ ଶିଶୁ କଲ୍ୟାଣ ସମିତିକୁ ହସ୍ତାନ୍ତର କରାଯାଇଛି। ମାତ୍ର ଶିଶୁଟି କିଛି କହିପାରୁ ନ ଥିବାରୁ ପରିଚୟ ମିଳିପାରି ନାହିଁ। ସୋମବାର ଶିଶୁଙ୍କୁ ସ୍ଥାନୀୟ ଶାରୀରିକ ଭିନ୍ନକ୍ଷମ ସ୍କୁଲକୁ ନିଆଯାଇଥିଲା। ମାତ୍ର ସେଠାରୁ ଅଧିକ କିଛି ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି...

ଟ୍ରକ ଧକ୍କାରେ ଭାଙ୍ଗିଲା ବିଶ୍ରାମାଗାର

ଛେଣ୍ଡିପଦା,୧୨ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ାଠାରେ ଏକ ଟ୍ରକ ଧକ୍କାରେ ବିଶ୍ରାମାଗାର ଭାଙ୍ଗିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି । ପୋଲିସ ସୂତ୍ରରୁ...

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ...

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ...

ମୋବାଇଲ ଚୋର ର଼୍ୟାକେଟ ଠାବ ୪ ନାବାଳକ ସମେତ ୭ ଗିରଫ

ରାଜକନିକା, ୩।୧୨ (ଡି.ଏନ୍‌.ଏ): ରାଜକନିକା ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ମୋବାଇଲ ଚୋର ର଼୍ୟାକେଟ ସକ୍ରିୟ ଥିବା ବେଳେ ସୋମବାର ରାଜକନିକା ପୋଲିସ...

କରୋନା ଗବେଷଣାରେ ଓଡ଼ିଆ ଯୁବ ବୈଜ୍ଞାନିକ

କଟକ ଅଫିସ,୧୫ା୬: ଶରୀରରେ ଭିଟାମିନ୍‌-ଡିର ଅଭାବ ରହିଲେ କରୋନାଜନିତ ମୃତ୍ୟୁ ଅଧିକ ହେବ। ଭାରତରେ ଯେଉଁ ସବୁ ସ୍ଥାନରେ କରୋନାଜନିତ ମୃତ୍ୟୁ ଅଧିକ ହୋଇଛି, ସେଠାକାର...

ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ...

ଜଳେଶ୍ୱରରେ ଏସ୍‌ଟିଏଫ୍‌ର ଚଢ଼ାଉ: ୩୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍‌ଟିଏଫ୍‌ର ଏକ ୧୫ଜଣିଆ ଟିମ୍‌ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ...

Coronavirus Update


Archives

Model This Week

Why Dharitri