Posted inଜାତୀୟ

ବରଫପାତରେ ଗରବା କରୁଥିବା ସେନା କର୍ମଚାରୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୭।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ କେନ୍ଦ୍ରୀୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଟୁଇଟରରେ ବରଫପାତରେ ମନ ଖୁସିରେ ଗରବା ନାଚ କରୁଥିବା କିଛି ସେନା କର୍ମଚାରୀଙ୍କ ଭିଡ଼ିଓ ଅପଲୋଡ୍‌ କରିଛନ୍ତି। ଏହି ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ଜିତେନ୍ଦ୍ର ସିଂ ଲେଖିଛନ୍ତି, ଭାରତୀୟ ଯବାନଙ୍କ ଉପରେ ଦେଶ ଗର୍ବ କରୁଛି। ମାଇନସ୍‌ ତାପମାତ୍ରାରେ ମଧ୍ୟ ସେମାନେ ମନ ଆନନ୍ଦରେ ନବରାତ୍ର ଅବସରରେ ଗରବା କରୁଛନ୍ତି। ଯବାନଙ୍କ ଏଭଳି ମନୋଭାବ ଭାରତକୁ ଅଜେୟ କରିଥାଏ। ଏହା ଭାରତୀୟଙ୍କ ମଧ୍ୟରେ ଭରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri