ବରସାହି କୋଠଘରେ ଅଗ୍ନିକାଣ୍ଡ

ଛେଣ୍ଡିପଦା,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ ନିଆଁ ଲାଗିଯାଇ ତାହା କୋଠଘରକୁ ବ୍ୟାପିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ। ଖବର ପାଇ ଛେଣ୍ଡିପଦା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏ ନେଇ ବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ‘ଡିଲ ମେକର୍‌’, ଆମେରିକା ସହିତ ଆଲୋଚନାରେ ପ୍ରମୁଖ ବ୍ୟକ୍ତି… କିଏ ସେହି ଆବାସ ଆରାକଚି? ଜାଣନ୍ତୁ…

ତେହରାନ,୨।୫: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବର୍ତ୍ତମାନ ଖବରର…

IED ବିସ୍ଫୋରଣ, ୩ ଯବାନ ଶହୀଦ

ରାୟପୁର,୨।୫: କିଛି ଦିନର ନିରବତା ପରେ ମାଓବାଦୀମାନେ ପୁଣି ଛତିଶଗଡ଼ କାଙ୍କେର ଜିଲା ଛୋଟେବେଟିୟା ଜଙ୍ଗଲରେ ହିଂସାକାଣ୍ଡ ଭିଆଇଛନ୍ତିି। ମାଓବାଦୀମାନେ ଯବାନଙ୍କୁ ଟର୍ଗେଟ୍‌ କରି IED ବିସ୍ଫୋରଣ…

ମଧ୍ୟପ୍ରାଚ୍ୟ ସଙ୍କଟ ଜାହାଜ ଚଳାଚଳ ମାର୍ଗରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି; ନୂତନ କେନ୍ଦ୍ର ଭାବରେ ଉଭା ହୋଇଛି ଆଫ୍ରିକା

ତେହରାନ,୨।୫: ପଶ୍ଚିମ ଏସିଆରେ ବଢୁଥିବା ସଙ୍କଟ ମଧ୍ୟରେ, ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଏବଂ ଲାଲ…

ମମତା କହିଲେ ପାର କରିବୁ ୨୦୦, କର୍ମୀଙ୍କୁ ଦେଲେ ବଡ଼ ମନ୍ତ୍ର

କୋଲକାତା,୨।୫: ଯଦିଓ ଏକଜିଟ ପୋଲଗୁଡ଼ିକ ବଙ୍ଗଳାରେ ଭାଜପା ବିଜୟର ପୂର୍ବାନୁମାନ କରୁଛନ୍ତି, ତଥାପି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନୋବଳ ଅତୁଟ ରହିଛି। ଭୋଟ ଗଣତି ପୂର୍ବରୁ, ମମତା…

ଗଞ୍ଜାମରେ ୪୨୯୧୮ ଛାତ୍ରୀଛାତ୍ର ମାଟ୍ରିକ୍‌ ପାସ୍‌, ୨୯୫ ବିଦ୍ୟାଳୟର ରେଜଲ୍ଟ ଶତପ୍ରତିଶତ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଶନିବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏଥିରେ ଗଞ୍ଜାମ ଜିଲାର ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଜିଲାର ୬୩୮ଟି ବିଦ୍ୟାଳୟର ୪୪୨୦୬ ଛାତ୍ରୀଛାତ୍ର…

ତାମିଲନାଡୁରେ ୧୮୦-୨୦୦ ଆସନ ଜିତିବ TVK! AIADMK ସହିତ ମେଣ୍ଟକୁ କରୁଛି ଅସ୍ବୀକାର

ଚେନ୍ନାଇ, ୨।୫: ତାମିଲନାଡୁ, କେରଳ, ପୁଡୁଚେରୀ, ଆସାମ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ୪ ମଇରେ ଘୋଷଣା ହେବାକୁ ଯାଉଛି। ସମସ୍ତ ପାଞ୍ଚଟି ରାଜ୍ୟର…

ପଶ୍ଚିମବଙ୍ଗର ୧୫ଟି ପୋଲିଂ ବୁଥରେ ସଂଘର୍ଷ, ଟିଏମସି-ଭାଜପା କର୍ମୀ ମୁହାଁମୁହିଁ

କୋଲକାତା,୨।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ, ଦକ୍ଷିଣ ୨୪ ପରଗନା ଜିଲାର ଫାଲଟା ଅଞ୍ଚଳରୁ ସଂଘର୍ଷର ରିପୋର୍ଟ ଆସିଛି। ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀ…

ଲୋକକଳାର ବିକାଶ ଲାଗି ଜିଲାପାଳଙ୍କ ଗୁରୁତ୍ୱ, କଳାକୁ ବଜାୟ ରଖିଥିବାରୁ ପ୍ରେମଲତାଙ୍କୁ…

ପୁରୁଷୋତ୍ତମପୁର,୨ା୫(ସବିତା ମିଶ୍ର): ଲୋକକଳାର ବିକାଶ ଲାଗି ଆଗେଇ ଆସିଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ। ଲୋପ ପାଇବାକୁ ବସିଥିବା ଲୋକକଳା ଓ ପଲ୍ଲୀନୃତ୍ୟକୁ କିପରି ପୁଣିଥରେ ଉଦ୍‌ଜୀବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri