ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ କରୋନା ଯୋଗୁ ୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ବହୁ ଉଚ୍ଚପଦସ୍ଥ ଅଧିକାରୀ, କରୋନା ଯୋଦ୍ଧା ମଧ୍ୟ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏବେ ଜିଲାର କିଛି ବରିଷ୍ଠ ସରକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଏ ନେଇ ଆସନ୍ତା ୧୦ ଦିନ ଯାଏ ଗଞ୍ଜାମର ସବୁ ସରକାରୀ ଅଫିସ୍‌କୁ ସର୍ବସାଧାରଣଙ୍କ ଯିବା ଉପରେ କଟକଣା ଲଗାଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର...

ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର...

ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍‌ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ଆମେରିକାରେ ହେବାକୁ ଥିଲା ବଡ଼ ଆକ୍ରମଣ! ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କଲା…

ନୂଆଦିଲ୍ଲୀ,୩।୧: ଆମେରିକାରେ ହେବାକୁ ଥିବା ଏକ ବଡ଼ ଆକ୍ରମଣ ଟଳି ଯାଇଛି। ଆମେରିକାର ନ୍ୟାୟ ବିଭାଗ ଶୁକ୍ରବାର (ଜାନୁଆରୀ ୨) ଘୋଷଣା କରିଛି ଯେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri