ବରିଷ୍ଠ କଂଗ୍ରେସ ନେତା ଅରୁଣ ରାଉତ ଦଳରୁ ବହିଷ୍କୃତ

ରାଜନଗର, ୬।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟିର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ପରିଷଦ ସଭ୍ୟ ଅରୁଣ କୁମାର ରାଉତଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବାରୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଗତ ବିଧାନସଭା ନିର୍ବାଚନରେ ଅରୁଣ ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ କରିଥିଲେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଏହାକୁ ଆଧାର କରି ପିସିସି ସଭାପତି ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ...

ଶ୍ରୀରାମ ନବମୀ, ଦାଣ୍ଡଯାତ୍ରା ଉପରେ କଟକଣା: ଜାରି ହେଲା ୧୪୪ ଧାରା

ନିଶ୍ଚିନ୍ତକୋଇଲି,୨୦।୪(ସ୍ବ.ପ୍ର.): ଓଡ଼ିଶା ପ୍ରସିଦ୍ଧ ଦାଣ୍ଡ ଯାତ୍ରା ଉପରେ କଟକଣା ଲାଗିଛି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।...

ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...

ବର୍ଷାରେ ବେହାଲ ରାସ୍ତା

ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ...

କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ

ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର...

ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍‌ଟକ୍‌ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ...

ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଢେଙ୍କାନାଳ ଅଫିସ,୨୧ା୫ ଢେଙ୍କାନାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସୋମବାର ଜିଲାର ଶତାଧିକ ଖବରଦାତା ସୂଚନା ଓ...

ଲୁଚାଛପାରେ ଚାଲୁଥିଲା ଦୋକାନ: ସାଦାପୋଷାକରେ ଗ୍ରାହକ ଭାବେ ପହଞ୍ଚି ବାନ୍ଧିଲା ପୋଲିସ

ଆସିକା,୨୬।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଂଘନକରି ଗଞ୍ଜାମ...

Advertisement
Archives

Model This Week