ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍‌ସି

ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍‌ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱରର ସମସ୍ତ ୬୭ ଓ୍ବାର୍ଡରେ ପର୍ଯ୍ୟାୟକ୍ରମେ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏନେଇ ବିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ସହାୟତାରେ ସମସ୍ତ ଓ୍ବାର୍ଡରେ ସାଧାରଣ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଖୋଲିବ। ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଜାରି ହୋଇଥିବା ଚିଠି (ନଂ.୨୪୪୪/ଆରଆଣ୍ଡଡିଏମ୍‌ (ଡିଏମ୍‌))କୁ ଭିତ୍ତି କରି ବିଏମ୍‌ସି ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ତେବେ ଶିବିର ପରିଚାଳନା ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ କର୍ମୀ ଓ ସୁରକ୍ଷା ଯୋଗାଇ ଦିଆଯିବ। କରୋନା ସଂକ୍ରମଣ ହେଲେ ବରିଷ୍ଠ ନାଗରିକଙ୍କୁ ଅଧିକ ବିପଦ ଥିବାରୁ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପ୍ରତି ବିଏମ୍‌ସି ଅଧିକ ଗୁରୁତ୍ୱ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍‌ର ସମ୍ମୁଖ...

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ...

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ।...

ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା...

ଅନ୍ଧାରୁଆରେ ହେବ କୋଭିଡ୍‌ ଟିକା ଉତ୍ପାଦନ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆରେ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିମିଟେଡ(ବିବିଆଇଏଲ୍‌) ଦ୍ୱାରା ନିର୍ମିତ ଟିକା ଉତ୍ପାଦନ କେନ୍ଦ୍ରରୁ ୨୦୨୨ ଜୁନ୍‌ରୁ କୋଭିଡ୍‌-୧୯ ଟିକା ଉତ୍ପାଦନ ଆରମ୍ଭ...

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର

ଦିଗପହଣ୍ଡି,୧୨ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା...

ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ

ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ...

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ...

Advertisement
Archives

Model This Week