ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୩୦ା୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରାଯାଇଛି। ଗୁରୁବାର ସଂଘ ଉପସଭାପତି ଆଇନଜୀବୀ ଇନ୍ଦ୍ରମଣି ଦାଶ, ସମ୍ପାଦକ ନାରାୟଣ ପ୍ରସାଦ ରାୟଗୁରୁ, କୋଷାଧ୍ୟକ୍ଷ ବେଦବ୍ୟାସ ତ୍ରିପାଠୀ, ବରିଷ୍ଠ ସଭ୍ୟ କୃପାସିନ୍ଧୁ ପାଣିଗ୍ରାହୀ ଓ ଆଇନଜୀବୀ ବ୍ୟୋମକେଶ ଦାଶ ପ୍ରମୁଖ ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ୨୧ହଜାର ୫୦୦ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?