ବରିଷ୍ଠ ସାହିତ୍ୟିକ, ଗବେଷକଙ୍କ ପରଲୋକରେ ଶୋକ

କେନ୍ଦୁଝର , ୪।୪(ସ୍ବ.ପ୍ର.): ବରିଷ୍ଠ ଶିଶୁ ସାହିତ୍ୟିକ ତଥା ଗବେଷକ ରମେଶ ଚନ୍ଦ୍ର ଚକ୍ରବର୍ତ୍ତୀ (୯୦)ଙ୍କ ଶୁକ୍ରବାର ରାତିରେ ଦେହାନ୍ତ ହୋଇଯାଇଛି। ଶିଶୁ ସାହିତ୍ୟ କ୍ଷେତ୍ର ତଥା ଆଦିବାସୀ କଳା, ସଂସ୍କୃତି, ପର୍ବପର୍ବାଣି ଓ ପରମ୍ପରା ଉପରେ ତାଙ୍କର ଗବେଷଣା ଅନ୍ୟମାନଙ୍କ ପାଇଁ ପଥ ପ୍ରଦର୍ଶକ ହୋଇରହିଛି। ସେହିପରି କେନ୍ଦୁଝରର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ କଥାବସ୍ତୁ ଉପରେ ତାଙ୍କର ଆଲେଖ୍ୟ ବେଶ ପ୍ରଶଂସନୀୟ। ସେ ବହୁ ଉପାଦେୟ ଓ ଗବେଷଣାତ୍ମକ ପୁସ୍ତକ ରଚନା କରିଛନ୍ତି। ତାଙ୍କର ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହୋଇଥିବା ବେଳେ ଜିଲା ଓ ବାହାରେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗରେ ବହୁ ସାହିତ୍ୟିକ, ଲେଖକ, କବି, ବିଶିଷ୍ଟ ବ୍ୟକ୍ତିମାନେ ଶୋକ ବ୍ୟକ୍ତ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri