Posted inଜାତୀୟ

ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ

କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍‌ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଫୁସଫୁସ୍‌ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। କୋଲକାତାରେ ନିଜ ବାସବଭନରେ ଗୁରୁବାର ସକାଳ ୬ଟାରେ ସେ ଦେହତ୍ୟାଗ କରିଛନ୍ତି। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ସ୍ତ୍ରୀ ଏବଂ ଝିଅ ଉପସ୍ଥିତ ଥିଲେ। ୧୯୮୫ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ସେ ପାନସୁକୁରା ଲୋକସଭା ଆସନରୁ ନିର୍ବାଚିତ ହୋଇଥିବାବେଳେ ୨୦୦୯ରେ ଘାଟଲ୍‌ ଲୋକସଭା ଆସନରୁ ଏମ୍‌ପି ଭାବେ ବିଜୟ ଲାଭ କରିଥିଲେ। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମମତା ବାନାର୍ଜୀଙ୍କ ସମେତ ବହୁ ନେତା ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ

ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ।...

ବିଳମ୍ବରେ ଚାଲୁଛି ୨୬ ଟ୍ରେନ୍‌

ନୂଆଦିଲ୍ଲୀ,୫।୧: ଦେଶର ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ପାରଦ ମାଇନସ୍‌ ଡିଗ୍ରୀରେ ପହଞ୍ଚିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଘନ...

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ...

୫ ଭାରତୀୟ ଯୁବକଙ୍କୁ ବନ୍ଧକ ରଖିଛି ଚାଇନା

ନୂଆଦିଲ୍ଲୀ, ୫।୯: ଚାଇନା ଭାରତ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଅରୁଣାଚଳ ପ୍ରଦେଶର ୫ ଯୁବକଙ୍କୁ ଚାଇନା ସୈନ୍ୟ ଉଠାଇନେଇଛନ୍ତି। ଏସମ୍ପର୍କରେ କଂଗ୍ରେସ ବିଧାୟକ ନନୋଙ୍ଗ୍‌...

ବୁଡ଼ିଗଲା କାଜିରଙ୍ଗା ଜାତୀୟ ଉଦ୍ୟାନ

ବକସା,୧୪।୭: ଆସାମରେ ଆସିଥିବା ବନ୍ୟା ପରିସ୍ଥିତି ଏବେ ଗାଁଠାରୁ ସହର ସବୁଠି ସାଧାରଣ ଜନ ଜୀବନକୁ ପ୍ରଭାବିତ କରିଛି। ତେବେ ଆସାମରେ ଥିବା କାଜିରଙ୍ଗା ଜାତୀୟ...

୧୦୦ ଦିନ ପରେ ଖାଲି ହେଲା ଶାହିନବାଗ

ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସେଠାରେ ଚାଲିଥିବା ଆନ୍ଦୋଳନ କରୋନା...

ଜ୍ଞାନବ୍ୟାପି ମାମଲା, ୧୦୦୦ ଫଟୋ-ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ…

ବାରାଣସୀ, ୧୯।୫ : ଜ୍ଞାନବ୍ୟାପି ମସଜିଦ୍‌ ମାମଲାରେ କମିଶନର କୋର୍ଟରେ ୧୦୦୦ ଫଟୋ, ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ କରିଛନ୍ତି। ଗୁରୁବାର କମିଶନର...

ସରକାରୀ ସ୍କୁଲରେ ଚାଲିଛି ଯୁବତୀଙ୍କ ଡ୍ୟାନ୍ସ, ଉପଭୋଗ କରୁଛନ୍ତି ଯୁବକ

ପାଟଣା,୩୧।୧: ସାଧାରଣତଃ ସ୍କୁଲକୁ ପିଲାମାନେ ଶିକ୍ଷା ଗ୍ରହଣ କରିବାକୁ ଯାଇଥାନ୍ତି। ସ୍କୁଲକୁ ଶିକ୍ଷାର ମନ୍ଦିର ମଧ୍ୟ କୁହାଯାଏ। ମାତ୍ର ଏବେ କିଛି ଯୁବତୀ ସ୍କୁଲକୁ ଡ୍ୟାନ୍ସ...

Advertisement
Archives

Model This Week