ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ନୂଆ ୪ ଆକ୍ରାନ୍ତ କୋଲକାତା ଫେରନ୍ତା ହୋଇଥିବା ବେଳେ ସମସ୍ତେ ସ୍ଥାନୀୟ ସନ୍ଥନ ମଠ ନିକଟ ବେବେକାନନ୍ଦ ଶିକ୍ଷାକେନ୍ଦ୍ର କ୍ୱାରାଣ୍ଟାଇନ କେନ୍ଦ୍ରରେ ରହୁଥିଲେ। ଏହା ଜଣାପଡ଼ିବା ପରେ ଡାକ୍ତରୀ ଦଳ ଉକ୍ତ କେନ୍ଦ୍ରରେ ଉପସ୍ଥିତ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହୁ ହୁ ହୋଇ ମାଡ଼ୁଛି କରୋନା: ଆଜି ୧୪ଶହ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୧୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୩ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩୩ ଲୋକାଲ କେସ୍‌ ରହିଛି।...

ବିଚ୍ଛିନାଞ୍ଚଳରେ ଯୋଗାଇ ଦିଆଯିବ ଜରୁରିକାଳୀନ ସ୍ବାସ୍ଥ୍ୟସେବା: ପହଞ୍ଚିଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବିଚ୍ଛିନାଞ୍ଚଳର ପଣସପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ହଜାର ହଜାର ଜନସାଧାରଣ ବାହ୍ୟଜଗତରୁ ବିଚ୍ଛିନ୍ନ...

କେବଳ ସାଧୁସନ୍ଥଙ୍କୁ ଅନୁମତି

ଢେଙ୍କାନାଳ ଅଫିସ, ୯।୨: ମହିମା ଧର୍ମପୀଠ ଯୋରନ୍ଦାରେ ବିଶ୍ୱପ୍ରସିଦ୍ଧ ମାଘମେଳା ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରମଣ ଆଶଙ୍କା ଥିବାରୁ ଚଳିତବର୍ଷ ଜନସାଧାରଣଙ୍କ ସମାଗମକୁ ବାରଣ...

ଦୈନିକ କରୋନା ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ...

କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ...

ବର୍ଷକରେ କରୋନା ଟିକା ନେଇ ୯ ଜଣଙ୍କ ମୃତ୍ୟୁ, କୋଭିଶିଲ୍ଡ ନେଇ ୮-କୋଭାକ୍ସିନ ଯୋଗୁ ଜଣେ…

ନୂଆଦିଲ୍ଲୀ, ୨୧।୪ : କରୋନା ଟିକା ନେବା ପରେ ଘଟିଥିବା ପାର୍ଶ୍ୱ ପ୍ରତିକ୍ରିୟା  ଘଟଣାଗୁଡ଼ିକ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜାତୀୟ କମିଟି (ଏଇଏଫ୍‌ଆଇ) ଅନୁଯାୟୀ, ଫେବୃଆରୀ...

ଜାତୀୟ ରାଜପଥରେ ଗୁଳିକାଣ୍ଡ: ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ ୨୦ ହଜାର

ବାଲେଶ୍ୱର ଅଫିସ,୨୮ା୧୨: ବାଲେଶ୍ବର ଜାତୀୟ ରାଜପଥ ବଣପାରିଆ ଷ୍ଟେଟ୍‌ ବ୍ୟାଙ୍କ ନିକଟରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜେସିବି କମ୍ପାନୀର ଆକାଉଣ୍ଟାଣ୍ଟ ଗୁରୁତର ହୋଇ ଜିଲା...

Advertisement
Archives

Model This Week