ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ ସହଯୋଗରେ ମଙ୍ଗଳବାର ମୋଟ୍‌ ୧୭୩ ସ୍ବାବ ସଂଗ୍ରହ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର ସୂଚନା ଦେଇଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର, ସ୍ବାସ୍ଥ୍ୟ କର୍ମୀ ମୁକୁନ୍ଦ ନାୟକ, ମାନଗୋବିନ୍ଦ ସାମଲ, ପ୍ରିୟରଞ୍ଜନ ସାହୁ, ସାଗର ଦାସ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଟିଆ-ବୈଷପାନ ରାସ୍ତା କାମରେ ଅନିୟମିତତା

ଯାଜପୁର,୧୨ା୪(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ସମୟରେ ପୂର୍ତ୍ତ ବିଭାଗର ମନମୁଖୀ ଓ ନିମ୍ନମାନର ରାସ୍ତା ନିର୍ମାଣ ସଂପୃକ୍ତ ଅଞ୍ଚଳବାସୀଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିଛି। ଏନେଇ ଅଞ୍ଚଳବାସୀ...

ଦଳଡିଆଁ ନେତାଙ୍କ ପତିଆରା ଅଧିକ

ଯାଜପୁର,୧୧।୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଦଳଡିଆଁରେ ରେକର୍ଡ କରୁଥିବା ନେତାଙ୍କ ପତିଆରା ଏଥର ଢେର ଅଧିକ ଦେଖିବାକୁ ମିଳିଛି। ହେଲେ ଗୋଟିଏ ଦଳରେ ଦଶନ୍ଧି ଓ ବର୍ଷ...

୫ ବର୍ଷ ପରେ ବି ସରିଲାନି ଦତ୍ତପୁର ସେତୁ କାର୍ଯ୍ୟ

ଝୁମ୍ପୁରୀ,୧୧ା୪(ସରୋଜ ନାୟକ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଶିଳାନ୍ୟାସ ହୋଇଥିଲା ବୈତରଣୀ ନଦୀରେ ଏକ ହାଇଲେଭଲ ସେତୁ। ଏହି ଶିଳାନ୍ୟାସକୁ ୫ ବର୍ଷ ଅତିକ୍ରମ କରିଥିଲେ ମଧ୍ୟ...

ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର...

ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ

ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି...

ଘୋଷଣା ହୋଇପାରୁନି କଂଗ୍ରେସ ପ୍ରାର୍ଥୀ ତାଲିକା

ବରୀ,୧୦।୪(ମହେନ୍ଦ୍ର ସ୍ବାଇଁ): ୨୦୦୦ ମସିହାରୁ ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ କୌଣସି କଂଗ୍ରେସ ପ୍ରାର୍ଥୀ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖି ନାହାନ୍ତି। ଚଳିତ ନିର୍ବାଚନ ଲାଗି...

ଦୁର୍ନୀତି, ହରିଲୁଟକୁ ଅସ୍ତ୍ର କରୁଛି ବିରୋଧୀ

ଯାଜପୁର,୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଠିକାଦାରି ରାଜନୀତି, ଦୁର୍ନୀତି ଓ ଲଘୁ ଖଣିଜ ଦ୍ରବ୍ୟ ଲୁଟ ଆଦି ପ୍ରସଙ୍ଗରେ ନିର୍ବାଚନ ନେତାମାନଙ୍କ ପ୍ରତି ଆକ୍ରୋଶ ରହିଛି। ବିଶେଷକରି...

ଛକାଛକିରେ ଟିକେଟ ଆଶାୟୀ: ମହଙ୍ଗା ପଡ଼ିପାରେ ମହିଳାଙ୍କୁ ଉପେକ୍ଷା

ଯାଜପୁର,୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ଛକାଛକି ଚାଲିଛି। ବିଜେଡି ନ ହେଲେ ଭାଜପା ଏବଂ ଭାଜପା ନ ହେଲେ ବିଜେଡିକୁ ଡିଅଁା ମାରିବେ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri