ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
