
ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
ରତ୍ନଗିରି,୨୪ା୫(ଡି.ଏନ୍.ଏ.): ରବିବାର ଯାଜପୁରରୁ ମୋଟ୍ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ ମୋଟ୍ ୬ ଜଣ ସୁସ୍ଥ ହୋଇଛନ୍ତି।
ଭଦ୍ରକ ଅଫିସ,୨୪ା୧୧: ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗି ରହିଥିବା ପାରିବାରିକ କଳହ ଶେଷରେ ଉଗ୍ରରୂପ ନେଇଛି। ଶେଷରେ ସ୍ବାମୀର ଜୀବନ ନେବାକୁ ପଛଘୁଞ୍ଚା ଦେଲା ନାହିଁ ସ୍ତ୍ରୀ।...
ଢେଙ୍କିକୋଟ, ୩।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ସାନ୍ତରାପୁର ପଞ୍ଚାୟତ ରାଇବଣ ସାହି ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବାଇକ୍ ଦୁର୍ଘଟଣା ଘଟିଛି। ଏଥିରେ...
ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା...
ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ...
ରସୁଲପୁର,୨୯।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ସୀମାଦେଇ ବହିଯାଇଥିବା କଦଳା ଗଣ୍ଡ (ଗୋବରୀ ନାଳ)ର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହୋଇଛି। ଏ...
କଣିହାଁ, ୨୫।୪(ଡି.ଏନ.ଏ.): କଣିହାଁ ବ୍ଲକ ଅନ୍ତର୍ଗତ ରେଙ୍ଗାଲିସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ପ୍ରକଳ୍ପରେ କାର୍ଯ୍ୟରତ ଠିକା ଶ୍ରମିକମାନେ ବିନା ସୁରକ୍ଷା ଉପକରଣରେ ଜୀବନକୁ...
ବଇଣ୍ଡା,୬।୨(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ମଣ୍ଡାମ ନାଳ ତଳକୁ ରବିବାର ଏକ ପିକ୍ଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ସମ୍ବଲପୁର ଜିଲା...
ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ...