ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଟିମ ବରୀ ଗ୍ରସ୍ତରେ ଆସି ଉଦୟନାଥପୁର ପଞ୍ଚାୟତ ଓ ବ୍ଲକର ବିଭିନ୍ନ ପଞ୍ଚାୟତରୁ ମୋଟ୍‌ ୧୭୯ଟି ସ୍ବାବ୍‌ ସଂଗ୍ରହ କରିଛନ୍ତି। ସଂଗୃହୀତ ହୋଇଥିବା ସ୍ବାବ୍‌କୁ ମିଶାଇ ବରୀ ବ୍ଲକରୁ ମୋଟ୍‌ ୧୦୧୯ ସ୍ବାବ ସଂଗ୍ରହ କରାଯାଇଛି। ଏହାର ରିପୋର୍ଟ ଖୁବଶୀଘ୍ର ପ୍ରକାଶ ପାଇବ ବୋଲି ଡ. କୌଶିକ ପାତ୍ର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri