ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ତାଙ୍କୁ ସୋମବାର ଅଯୋଗ୍ୟ ଘୋଷିତ କରିଛନ୍ତି। ଏଥିସହ ଉକ୍ତ ପଞ୍ଚାୟତରେ ଉପ ନିର୍ବାଚନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଗତ ପଞ୍ଚାୟତ ନିର୍ବାଚନରେ ଉତ୍ତମ ବରୁଣା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ଉତ୍ତମଙ୍କର ୩ ସନ୍ତାନ ଥିବା ଅଭିଯୋଗ ଆଣି ତାଙ୍କ ପ୍ରତିପକ୍ଷ ଦୁଷ୍ମନ୍ତ ବେହେରା କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ନିର୍ବାଚନ ମିସ୍‌ କେସ୍‌ର ଗତ ଡିସେମ୍ବର ୬ ରେ ଶୁଣାଣି ଶେଷ ହୋଇଥିଲା। ହେଲେ ଡିସେମ୍ବର ୯ ତାରିଖ ସୋମବାର କୋର୍ଟ ରାୟ ପ୍ରକାଶ କରି ଉତ୍ତମଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ...

ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି।...

କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ସନ୍ଦେହ

ମହାକାଳପଡ଼ା, ୨୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ବି.ବି. କଲୋନୀ କାଜୁ ଜଙ୍ଗଲରେ ବୁଧବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ...

ଆନ୍ତରିକତାହୀନ ମିଶନ

ଦୈନନ୍ଦିନ ଖାଦ୍ୟ ପାଇଁ ଆଳୁ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିଲେ ମଧ୍ୟ ଓଡ଼ିଶାରେ ଚାହିଦା ମୁତାବକ ଉତ୍ପାଦନ ହୋଇ ପାରୁନାହିଁ। ଫଳରେ ୮୦ ପ୍ରତିଶତ ଆଳୁ...

ମାନିଲେନି ସାମାଜିକ ଦୂରତ୍ୱ: ୫ ଦୋକାନ ସିଲ୍‌, ୨୯ ଗିରଫ

ଭଦ୍ରକ ଅଫିସ,୬ା୪ : ସାମାଜିକ ଦୂରତ୍ୱ କଟକଣା ନିୟମ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ସିଲ୍‌ କରିଛି ଟାଉନ୍‌ ପୋଲିସ। ସହରରେ ସଟ୍‌ଡାଉନ୍‌...

କ୍ୱାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ କିଟ୍‌

ଢେଙ୍କାନାଳ ଅଫିସ, ୨୮।୪ ଢେଙ୍କାନାଳ ପୌରାଞ୍ଚଳସ୍ଥିତ ଜର୍ଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସଙ୍ଗରୋଧରେ ଥିବା ୫୦ ଶ୍ରମିକ, ବୁଲା...

ଜେଏନ୍‌ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର

ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ...

ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଭବାନୀପାଟଣା,୩।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ମଳୟ ରଣାଙ୍କ...

Advertisement
Archives

Model This Week