ବରୁଣେଇ ମନ୍ଦିରରୁ ଚୋରି: ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଗଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪।୧୨: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ପର୍ଯ୍ୟଟନ କ୍ଷେତ୍ର ବରୁଣେଇ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଦାନ ବାକ୍ସ ଭାଙ୍ଗି ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏହା ସହ ମନ୍ଦିର ତାଲା ଭାଙ୍ଗି ଟଙ୍କା, ସୁନାଗହଣା ନେଇଥିବା ଜଣାପଡ଼ିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବ ହେଲାଣି ଆଇସିୟୁ

କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍‌ କେୟାର୍‌ ୟୁନିଟ୍‌ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି...

ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ...

ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍‌ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ...

ଦନ୍ତାହାତୀର ଜୀବନ ଗଲା

କେନ୍ଦୁଝର,୨୫ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସୀମା ଅନୁଗୋଳ ପାଲଲହଡ଼ା ରେଞ୍ଜ ଅନ୍ତର୍ଗତ ଜୋକପାଣି ଗ୍ରାମ ନିକଟ ସରବେଡ଼ା ଜଙ୍ଗଲରୁ ବନ ବିଭାଗ ଏକ କୋଡ଼ିଏ ବର୍ଷ ବୟସ୍କ...

ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକରେ ଥିବା...

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୫(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ହାତ ଛାଡ଼ିଲେ ଜର୍ଜ ତିର୍କୀ

ସୁନ୍ଦରଗଡ଼,୧୭।୪(ଡି.ଏନ୍‌.ଏ.): କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପିସିସି...

Advertisement
Archives

Model This Week