ବରେଲି ବଜାରରେ ୩୦ ଫୁଟର ଝୁମ୍‌କା

ବଲିଉଡ୍‌ ମୁଭି ‘ମେରା ଶାୟା’ କେହି ଦେଖନ୍ତୁ ଅବା ନ ଦେଖନ୍ତୁ ହେଲେ ଏହାର ଗୀତ ‘ଝୁମ୍‌କା ଗିରା ରେ ବରେଲି କେ ବାଜାର ମେଁ’ ସମସ୍ତେ ଶୁଣିଥିବେ। ଏବେ ଏହି ଝୁମ୍‌କାକୁ ନେଇ ପୁଣିଥରେ ଚର୍ଚ୍ଚାକୁ ଆସିଛି ବରେଲି। ଏଠାରେ ନିର୍ମାଣ କରାଯାଉଥିବା ୩୦ ଫୁଟର ଝୁମ୍‌କା ଏବେ ଦର୍ଶକଙ୍କୁ ଆକର୍ଷିତ କରୁଛି। ଝୁମକା ପାଇଁ ବରେଲି ପରିଚିତ ଥିବାରୁ ଏବେ ସେଠାରେ ଝୁମ୍‌କା ସ୍କୋୟାର ତିଆରି କରାଯାଉଛି। ବିଡିଏର ବିଦ୍ୟା ମିତ୍ତଲ ଓ ଡାକ୍ତର କେଶବ ଅଗ୍ରଓ୍ବାଙ୍କ ମିଳିତ ଉଦ୍ୟମରେ ଜିରୋ ପଏଣ୍ଟର ପରସାଖେଡାରେ ଝୁମ୍‌କା ସ୍କୋୟାର ନିର୍ମାଣ କରାଯାଉଛି। ଏହାର ଉଚ୍ଚତା ପାଖାପାଖି ୩୦ ଫୁଟ ଥିବା ବେଳେ ଏଥିପାଇଁ ୪୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି ଓ ଏହା ପିତ୍ତଳରେ ନିର୍ମାଣ କରାଯାଇଛି ବୋଲି କୁହାଯାଉଛି। ଏହାକୁ ନିର୍ମାଣ କରିବା ପାଇଁ ବହୁ ଆଗରୁ ଫାଉଣ୍ଡେଶନ କାମ ଆରମ୍ଭ କରାଯାଇଛି। ଏତେବଡ ଝୁମ୍‌କାର ଡିଜାଇନ ଗୁରୁଗ୍ରାମରେ କରାଯାଇଛି। ଏବେ ଏହା ଶେଷ ପର୍ଯ୍ୟାୟରେ ଥିବା ବେଳେ ଏହା ଦିଲ୍ଲୀ ଆଡକୁ ଯାଉଥିବା ରାସ୍ତା ଜିରୋ ପଏଣ୍ଟରେ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri