ବର୍ଷକରେ ୭୧,୫୪୩ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ ଠକେଇ ପରିମାଣ ୪୧,୧୬୭ କୋଟି ଟଙ୍କା ରହିଥିଲା ବୋଲି ରିଜର୍ଭ ବ୍ୟାଙ୍କ ତଥ୍ୟରୁ ସାମ୍ନାକୁ ଆସିଛି। ୨୦୧୭-୧୮ରେ ବ୍ୟାଙ୍କରେ ୫୯୧୬ ଠକେଇ ମାମଲା ସାମ୍ନାକୁ ଆସିଥିଲା। ଏହା ୨୦୧୮-୧୯ରେ ୬୮୦୧କୁ ବଢିଥିବା ସୂଚନା ରହିଛି। ଠକେଇ ରୋକିବା ଲାଗି ବ୍ୟାଙ୍କଗୁଡିକ ସେମାନଙ୍କ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ନ କରିବା ଯୋଗୁ ବ୍ୟାଙ୍କରେ ଏଭଳି ଘଟଣା ଘଟୁଥିବା ରିଜର୍ଭ ବ୍ୟାଙ୍କ ଟ୍ରେଣ୍ଡ ଆଣ୍ଡ ପ୍ରୋଗ୍ରେସ ଅଫ୍‌ ବ୍ୟାଙ୍କିଙ୍ଗ ୨୦୧୮-୧୯ ଡାଟାରେ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?