ବର୍ଷକର ଦରମା ଦେଲେ ୨ ସମିତିସଭ୍ୟ

ଭଣ୍ଡାରିପୋଖରୀ, ୨୮ା୩(ଡି.ଏନ.ଏ.)-ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସହାୟତାର ହାତ ବଢାଇଛନ୍ତି ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ ସମିତିସଭ୍ୟ ପ୍ରାଣୀତକାନ୍ତ ସାମଲ ଏବଂ ବଇଁଆବନାପୁର ପଞ୍ଚାୟତ ସମିତିସଭ୍ୟା ସ୍ମିତାରେଖା ରାଉତ। ଶୁକ୍ରବାର ସେମାନେ ତାଙ୍କର ବର୍ଷକର ଦରମା ୪୩ହଜାର ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଭଣ୍ଡାରିପୋଖରୀ ବିଡ଼ିଓଙ୍କ ଜରିଆରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍‌ରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri