ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…

ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର ମହିଳାମାନେ ଏପରି କରନ୍ତି। ପ୍ରଭୁଙ୍କୁ ଗରମ ପାଣିରେ ସ୍ନାନ କରାଯିବା ସହିତ ନାନା ନୀତି ସମ୍ପନ୍ନ ହୋଇଥାଏ। ରୂପ ଚତୁର୍ଥୀ ଅବସରରେ ପ୍ରଭୁଙ୍କର ସ୍ବତନ୍ତ୍ର ନୀତି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି।...

‘ଏହା ଅନ୍ୟାୟ, ଏନ୍‌ସିବି ଫସାଇବାକୁ ଚେଷ୍ଟା କରୁଛି’

ମୁମ୍ବାଇ,୨୩।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ବମ୍ବେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ଏଥିରେ ତାଙ୍କ ଓକିଲ ଦର୍ଶାଇଛନ୍ତି ଯେ, ଆର୍ଯ୍ୟନଙ୍କ...

ଗୋଟିଏ ଗୋଡରେ ପଶ୍ଚିମବଙ୍ଗ ଜିତିବି, ଦୁଇ ଗୋଡରେ ଦିଲ୍ଲୀ

କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ୩୧ଟି ଆସନରେ ମଙ୍ଗଳବାର ମତଦାନ ହେବ। ଭୋଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାମ ଗୋଡରେ ଆଘାତ...

ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଯବାବ ଦେଲେ ଭାରତୀୟ ସେନା

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟରୁ ଗୁରୁବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ପରେ ଏହାର କଡ଼ା ଯବାବ ଦେଇଛି ଭାରତୀୟ ସେନା। ବୁଧବାର ରାତିରେ...

ଅଧେ ମଣିଷ ଅଧେ କୁକୁର

ଅଧେ ପଶୁ ଅଧେ ମଣିଷ। ଯେମିତିକି ଅଧେ ମଣିଷ ଅଧେ ସିଂହ, ଅଧେ ମଣିଷ ଅଧେ ଘୋଡ଼ା ଅଥବା ଅଧେ ମଣିଷ ଅଧେ ଛେଳି –...

ଅଭିନୟ ଦେଇଛି ପରିଚୟ

ନିଶା ତାଙ୍କର ଅଭିନୟ ମାତ୍ର ପେସାରେ ଜଣେ ବହି ଦୋକାନୀ । ଦୀର୍ଘ ୫ ଦଶନ୍ଧି ଧରି ସେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ବିଭିନ୍ନ ନାଟକରେ...

୪ ବର୍ଷରେ ଇଲେକ୍ଟ୍ରୋଲ ବଣ୍ଡ୍‌ରୁ ମିଳିଛି ୯ ହଜାର କୋଟିରୁ ଅଧିକ, ଚାନ୍ଦା କିଏ ଦେଇଛି-କେଉଁଠୁ ଆସିଛି କୌଣସି ତଥ୍ୟ ନାହିଁ…

ନୂଆଦିଲ୍ଲୀ, ୧୬।୨ : ଜାନୁଆରୀ ୨୦୨୨ ର ପ୍ରଥମ ୧୦ଦିନରେ, ରାଜନୈତିକ ଦଳମାନଙ୍କୁ ଚାନ୍ଦା ଦେବା ପାଇଁ ଏସବିଆଇରୁ ପ୍ରାୟ ୧,୨୧୩ କୋଟି ଟଙ୍କାର ଇଲେକ୍ଟ୍ରୋଲ...

ପାର୍ବଣରେ ବଢ଼ିପାରେ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତରେ ଚଳିତ ପାର୍ବଣ ଋତୁରେ କରୋନା ସଂକ୍ରମଣ ବୃଦ୍ଧିପାଇବା ଆଶଙ୍କା ରହିଛି। ଏଥିପାଇଁ ବିଶେଷଜ୍ଞଙ୍କଠାରୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କ...

Advertisement
Archives

Model This Week