ବର୍ଷକ ଭିତରେ ଆସିବ ନୂଆ ଇ-କମର୍ସ ପଲିସି

ନୂଆଦିଲ୍ଲୀ,୨୬-୬: କେନ୍ଦ୍ର ସରକାର ଆସନ୍ତା ଏକ ବର୍ଷ ଭିତରେ ନୂଆ ରାଷ୍ଟ୍ରୀୟ ଇ-ବାଣିଜ୍ୟ (ଇ-କମର୍ସ) ନୀତି ଜାରି କରିବେ। ଏହାଦ୍ୱାରା ଇଣ୍ଟରନେଟ୍‌ ଜରିଆରେ ଅନ୍‌ଲାଇନରେ ହେଉଥିବା କାରବାରର ସମଗ୍ର ବିକାଶ ହୋଇପାରିବ ବୋଲି ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି। ଇ-ବାଣିଜ୍ୟ କମ୍ପାନୀଙ୍କ ସହ କ୍ରମାଗତ ଦୁଇଦିନ ଧରି ହେଉଥିବା ଆଲୋଚନା କାଳରେ କେନ୍ଦ୍ରମନ୍ତ୍ରୀ ଉକ୍ତ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପୂର୍ବରୁ କେନ୍ଦ୍ର ସରକାର ଚଳିତବର୍ଷ ଫେବୃୟାରୀରେ ରାଷ୍ଟ୍ରୀୟ ଇ-କମର୍ସ ନୀତି ଚିଠା ଘୋଷଣା କରିଥିଲେ। ସୀମାପାର ତଥ୍ୟ ପ୍ରବାହକୁ ରୋକିବା, କଟକଣା ଜାରି କରିବା ଭଳି ବିବାଦୀୟ ପ୍ରସଙ୍ଗଗୁଡ଼ିକ ଏଥିରେ ସ୍ଥାନିତ ହୋଇଥିଲା। ଯାହାକୁ ଇ-କମର୍ସ କମ୍ପାନୀଗୁଡ଼ିକ ବିରୋଧ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଉଦ୍ୟୋଗ ସମ୍ପର୍କିତ ଏବଂ ଆଭ୍ୟନ୍ତରୀଣ ବ୍ୟାପାର ବିଭାଗ(ଡିପିଆଇଆଇଟି) ଅନ୍ତର୍ଗତରେ ଏକ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ। ଏହି କମିଟି ପ୍ରତ୍ୟକ୍ଷ ବିଦେଶୀ ନିବେଶ ଏବଂ ଇ-ବାଣିଜ୍ୟ ନୀତିର ଚିଠାକୁ ନେଇ ସମ୍ପୃକ୍ତ ପକ୍ଷଙ୍କ ଅଭିଯୋଗର ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?