ବିଞ୍ଝାରପୁର, ୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ କପିଳା- ପରବଦା ଅଞ୍ଚଳରେ ଚାଷ ଜମିରୁ ଜଳ ନିଷ୍କାସିତ ହୋଇପାରୁ ନାହଁି। ଫଳରେ ଶହଶହ ହେକ୍ଟର ଚାଷଜମିରୁ ଧାନ ଚାଷ ଉଜୁଡିବାକୁ ବସିଛି। ଜଳ ନିଷ୍କାସନ ପାଇଁ ସ୍ଥାନୀୟ ପ୍ରଶାସନକୁ ଚାଷୀ ଅବଗତ କରୁଥିଲେ ମଧ୍ୟ କୈାଣସି ସୁଫଳ ମିଳୁ ନ ଥିବାରୁ ମଙ୍ଗଳବାର ମଧ୍ୟାହ୍ନରେ ବହୁ ଚାଷୀ ମାଁସଡା – ମଧୁପୁର ରାସ୍ତାର କପିଳା ଠାରେ ମୁଖ୍ୟ ରାସ୍ତାକୁ ଅବରୋଧ କରି ଜଳ ନିଷ୍କାସନ ଦାବି କରିଥିଲେ। ଖବର ପାଇ ଥାନା ଅଧିକାରୀ ଶିବ ଚରଣ ବେହେରା ଘଟଣା ସ୍ଥଳରେ ପହଞ୍ଚତ୍ ଚାଷୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଚାଷୀମାନେ ନିଜ ଜିଦ୍ରେ ଅଟଳ ରହିଥିଲେ। ଏ ବାବଦରେ ଖବର ପାଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ୟାର ସମାଧାନ ପାଇଁ ପ୍ରତଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।
ବର୍ଷାଜଳ ନିଷ୍କାସନ ପାଇଁ ରାସ୍ତା ଅବରୋଧ: ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଅବରୋଧ
Posted inଆମ ଜିଲା ଖବର, ଯାଜପୁର View All
କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ
ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…
ଘୁଞ୍ଚିଲା ଆର୍ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…
ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…
ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ
କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…
ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…
ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…
ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ
ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…
‘ମୁଖ୍ୟମନ୍ତ୍ରୀ ବସ୍’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍ ପରେ…
ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…
୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…
ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…
Archives

