ବର୍ଷାରେ ରାସ୍ତା ଜଳମଗ୍ନ, ଲୋକେ ହନ୍ତସନ୍ତ

କଟକ ରୋଡ,୨୬।୭(ଡି.ଏନ୍‌.ଏ.) : ଲଘୁଚାପଜନିତ ବର୍ଷାରେ ଗୁରୁବାର ସନ୍ଧ୍ୟାରେ କଟକ ରୋଡ ଜଳମଗ୍ନ ହେବା ସହ ଲକ୍ଷ୍ମୀସାଗର, ଚିନ୍ତାମଣିଶ୍ୱେର, ଝାରପଡା, ଶାନ୍ତିନଗର ଅଞ୍ଚଳରେ ବର୍ଷା ପାଣି ନିସ୍କାସିତ ହୋଇ ନ ପାରି ନାହିଁ ନ ଥିବା ସମସ୍ୟା ଦେଖାଦେଇଥିଲା। ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମିବା ଫଳରେ ଲୋକେ ଯାତାୟତ ଅସୁବିଧା ଭୋଗିଥିଲେ। ଏଭଳି ଅତ୍ୟଧିକ ପାଣି ପ୍ରବାହିତ ହେବା ଫଳରେ ବିଭିନ୍ନ ସ୍ଥାନରେ ଲୋକେ ଅଟକି ରହିଥିଲେ। ବର୍ଷା ସମୟରେ ପାଣି ନିସ୍କାସନ ପାଇଁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri