ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର ଓ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ବ୍ୟାହତ ହୋଇଥିଲା। ଗୁରୁବାର ପୂର୍ବାହ୍ନରେ ସାଉଥ୍‌କୋ କର୍ମଚାରୀମାନେ ଭଙ୍ଗା ଖୁଣ୍ଟ ବଦଳାଇବା ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇଛି। ସହରତଳି ବାଉଁଶଲୁଣ୍ଡି ବାଇପାସ୍‌ ରାସ୍ତା ପ୍ରଧାନ କଲୋନୀ ନିକଟରେ ଏକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡିଥିବାରୁ ଉକ୍ତ ରାସ୍ତାରେ ଯାନବାହାନ ଚଳାଚଳ ବନ୍ଦ ଥିଲା। ସେହିପରି ପବନରେ ବହୁ ଘରର ଚାଳଛପର ନଷ୍ଟ ହୋଇଛି। ବର୍ଷା ଯୋଗୁ ଗୁରୁବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଜୁଳି ଚାଷ, ଚାରା ଉତ୍ପାଦନ ଦେଇଛି ଜୀବିକା

ପାରଳାଖେମୁଣ୍ଡି,୨୦ା୩(ଡି.ଏନ୍‌.ଏନ୍‌.):ଖରିଫ ଚାଷ ହେଉକି ରବି ଚାଷ, ବିଭିନ୍ନ ସମସ୍ୟା ଉପୁଜୁଥିବାକୁ ନେଇ ଅନେକ ଚାଷୀ ଚାଷକାର୍ଯ୍ୟ ପ୍ରତି ଆଉ ସେପରି ମନ ବଳାଉ ନାହାନ୍ତି ।...

ହଜୁଛି ମାନବିକତା: ପୋଖରୀ ପାହାଚରୁ ନବଜାତକର ମୃତଦେହ ଜବତ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗୋଠିଆଳି ଗ୍ରାମରେ ଥିବା ଯମୁନା ପୋଖରୀ ପାହାଚରୁ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଜବତ ହୋଇଛି। କେହି...

ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ଗଞ୍ଜାମ,୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ବଜାର ଅସ୍ଥାୟୀ ପୂଜା ମଣ୍ଡପରେ ୮ ଦିନ ଧରି ପୂଜା ପାଉଥିବା ଧନଦାତ୍ରୀ ମା’ ଗଜଲକ୍ଷ୍ମୀ ରବିବାର ସନ୍ଧ୍ୟାରେ ସହରବାସୀଙ୍କଠାରୁ ବିଦାୟ ନେଇଛନ୍ତି।...

ତଥ୍ୟ ସଂଗ୍ରହ କଲେ କେନ୍ଦ୍ରୀୟ ଟିମ୍‌: ମଜୁରି ବୃଦ୍ଧି, ଠିକ୍‌ ସମୟରେ ଅନୁଦାନ ଦେବାକୁ ପ୍ରସ୍ତାବ

ଛତ୍ରପୁର,୧୦ା୧୧(ଡି.ଏନ.ଏ.)- ଦୁଇଜଣିଆ କେନ୍ଦ୍ରୀୟ ଟିମ୍‌ ୨ଦିନ ଧରି ଗଞ୍ଜାମ ଜିଲାରେ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଜନସାଧାରଣ ଓ ମହିଳା ସଂଘଗୁଡିକ ସହ ଆଲୋଚନା କରିଥିଲେ।...

ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ସଚେତନତା

ବ୍ରହ୍ମପୁର ଅଫିସ,୨୯।୯: ରୋଟାରୀ କ୍ଲବ ଅଫ୍‌ ବ୍ରହ୍ମପୁର ସେଣ୍ଟ୍ରାଲ ଏବଂ ସନ ସାଇନ ହସ୍ପିଟାଲ ପକ୍ଷରୁ ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ଏକ ସଚେତନତା ପଦଯାତ୍ରା...

ଫେସବୁକରୁ ପ୍ରେମ ପରେ ଅଶ୍ଲିଳ ଭିଡିଓ ଭାଇରାଲ, ଅଭିଯୁକ୍ତ ଯୁବକ ଗିରଫ

ବେଗୁନିଆପଡ଼ା,୩୦।୩(ଡି.ଏନ.ଏ): ପ୍ରଥମେ ଫେସବୁକରୁ ବନ୍ଧୁତା ପରେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଭିଡିଓ କଲରେ ଭିଡିଓ ଶୁଟ କରି ଥିଲା ପ୍ରେମିକ। ଆଉ ତାପରେ ସମୟ...

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି।  ଏହା...

ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରର ମୁଖ୍ୟ ରାସ୍ତା ତଥା ଷ୍ଟେଶନ, କାଇଁଚପୁର, କଲ୍ୟାଣପୁର ଆଦି ଯିବା...

Advertisement
Archives

Model This Week