Posted inଜାତୀୟ

ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି ସେଠାରେ ବାୟୂ ପ୍ରଦୂଷରର ସ୍ତର ସାଂଘାତିକ ଅବସ୍ଥାରେ ରହିଛି। ରବିବାର ସକାଳେ ଏଠାକାର ପ୍ରଦୂଷଣର ମାତ୍ରା ମଧ୍ୟ ପୂର୍ବଭଳି ଅପରିବର୍ତ୍ତିତ ରହିଥିବା ଦେଖାଯାଇଛି। ଦିଲ୍ଲୀ ଆଇଟିଓରେ ସର୍ବାଧିକ ପ୍ରଦୂଷଣ ସ୍ତର ୪୮୬ ରେକର୍ଡ କରାଯାଇଛି। ଆନନ୍ଦ ବିହାର ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ(ଏକ୍ୟୁଆଇ) ୪୭୮ ଥିବା ବେଳେ ବିବେକ ବିହାରରେ ୪୮୩ ରେକର୍ଡ କରାଯାଇଛି। ଏ ସମସ୍ତ ସାଂଘାତିକ ସ୍ତର ବୋଲି କୁହାଯାଉଛି। ଫଳରେ ଏବେ ସେଠାରେ ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ଚନ୍ନିଙ୍କ ଟୁଇଟ୍‌

ଚଣ୍ଡିଗଡ଼,୩ ।୨: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଏବେ ଏହାକୁ ନେଇ ସବୁ ରାଜନୈତିକ ଦଳ ଜୋରସୋରରେ ପ୍ରସ୍ତୁତ ହେଉଥିବା ବେଳେ...

ପ୍ରଥମ ଆୟୁଷ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଗୋରଖପୁର,୨୮ ।୮: ଚାରି ବର୍ଷ ମଧ୍ୟରେ ଦ୍ୱିତୀୟଥର ପାଇଁ ଗୋରଖପୁର ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶନିବାର ସେ ଭଟହଟର ପିପରିଠାରେ ରାଜ୍ୟର ପ୍ରଥମ...

ଦିନକରେ ୪୦ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୧୯।୩: ଦେଶରେ ପୁଣି ଥରେ କାୟା ବଢ଼ାଉଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୭୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ବର୍ଷ...

ଆମେରିକା, ବ୍ରାଜିଲ ପରେ ଭାରତରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୫ା୭ ଆମେରିକା ଏବଂ ବ୍ରାଜିଲ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଛାଲିଛି। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୭୩ ହଜାର...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୨୩।୨: ହିମାଚଳ ପ୍ରଦେଶରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। କିନ୍ନୌର ଜିଲାରେ ବୁଧବାର ସକାଳ ୯.୫୮ଟାରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ନ୍ୟାସନାଲ...

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ...

ଛିଡୁନି ପଞ୍ଜାବ କଂଗ୍ରେସର କଳି, ପୁଣି ହେବ ବିଧାୟକ ଦଳର ବୈଠକ

ଚଣ୍ଡିଗଡ଼,୧୯ ।୯: ପଞ୍ଜାବ କଂଗ୍ରେସ ବିଧାୟକ ଦଳର ଆଉ ଏକ ବୈଠକ ରବିବାର ସକାଳ ୧୧ଟାରେ ଅନୁଷ୍ଠିତ ହୋଇପାରେ । ଏହି ବୈଠକରେ ବିଧାୟକଙ୍କ ସହ...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

ଅହମ୍ମଦାବାଦ୍‌,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ...

Advertisement
Archives

Model This Week