ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ମରାଯାଇଥିଲା। ତେବେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଏହି ସମୟରେ ବର୍ଷା ହେବା ସମ୍ଭାବନା ଥିବାରୁ ମହୋତ୍ସବକୁ ଆସନ୍ତା ୧୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କରେ ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ମହୋତ୍ସବ ଆସନ୍ତା ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନିୟମିତ ବର୍ଷା: ବିପଦରେ ଚାଷ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍‌ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ...

ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ

କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ...

ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ...

ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା

ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ...

ଝଡବର୍ଷାରେ କ୍ଷତିଗ୍ରସ୍ତଙ୍କୁ ମିଳିଲା ପଲିଥିନ

ବିନିକା, ୨୭ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ଅଞ୍ଚଳରେ ଗତ ୫ଦିନ ହେଲା ଅଦିନିଆ ଝଡ ତୋଫାନ ସହ ବର୍ଷା ଲାଗି ରହିଛି। ଏଥିଯୋଗୁ ଧନଜୀବନ ବ୍ୟତିବ୍ୟସ୍ତ...

ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ...

ରାୟଗଡ଼ାରେ ରାବଣପୋଡ଼ି

ରାୟଗଡା ଅଫିସ, ୯।୧୦: ବିଜୟା ଦଶମୀ ଅବସରରେ ମଙ୍ଗଳବାର ରାୟଗଡା ଜିଲାର ବିଭିନ୍ନ ପୂଜାମଣ୍ଡପ ପକ୍ଷରୁ ରାବଣପୋଡ଼ି ଅନୁଷ୍ଠିତ ହୋଇଥିଲା। ସେହିପରି ରାୟଗଡ଼ା ସହରସ୍ଥିତ ବ୍ରାହ୍ମଣ...

ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ...

Coronavirus Update

Archives

Model This Week

Why Dharitri