ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ମରାଯାଇଥିଲା। ତେବେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଏହି ସମୟରେ ବର୍ଷା ହେବା ସମ୍ଭାବନା ଥିବାରୁ ମହୋତ୍ସବକୁ ଆସନ୍ତା ୧୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କରେ ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ମହୋତ୍ସବ ଆସନ୍ତା ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨...

ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ: ମତୁଆଲଗୁଡା ଚାମ୍ପିୟନ

ଜୁନାଗଡ,୬।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗଁାରେ ଗତ ନଭେମ୍ବର ୨୫ତାରିଖଠାରୁ ଚାଲିଥିବା ମା’ ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ...

ଫସଲ ନଷ୍ଟରୁ ଚାଷୀ ଆତ୍ମହତ୍ୟା

ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ...

ବେଆଇନ ଦେଶୀ ମଦ ପ୍ରସ୍ତୁତି ବେଳେ ଅବକାରୀ ଚଢ଼ାଉ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜୋରଦାର...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଜଣେ ଯୁବତୀଙ୍କୁ ଅନ୍ୟ ଏକ ଗାଁର ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୁବତୀଙ୍କ...

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...

ବେଦାନ୍ତର ଅସୁରକ୍ଷିତ ଖଣି

ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର...

୧୦ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ରାଜ୍ୟରେ କାୟା ବିସ୍ତାର କରୁଥିବା ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର। ଭିଡ଼ ଏଡ଼ାଇବାକୁ ଜାନୁୟାରୀରେ କଟକଣା...

Advertisement
Archives

Model This Week