Posted inଜାତୀୟ

ବର୍ଷା ପାଇଁ ଯଜ୍ଞର ଆୟୋଜନ କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୨୨।୬: ତାମିଲନାଡୁର ଅରୁଲମିଗୁ ଗଙ୍ଗାଦିସ୍ବରର ମନ୍ଦିରରେ ବର୍ଷା ଲାଗି ଏଆଇଏଡିଏମ୍‌କେ ପକ୍ଷରୁ ଏକ ଯଜ୍ଞର ଆୟୋଜନ କରାଯାଇଛି। ରାଜ୍ୟମନ୍ତ୍ରୀ ଜେ. ଜୟକୁମାର କହିଛନ୍ତି ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି ହେବାରୁ ଏବେ ଆମେ ଈଶ୍ୱରଙ୍କୁ ବର୍ଷା ପାଇଁ ପ୍ରାର୍ଥନା କରୁଛୁ। ଈଶ୍ୱରଙ୍କ କରୁଣା ଭିକ୍ଷା କରି ଆମେ ତାଙ୍କ ଆଶୀର୍ବଦ ଲୋଡିଛୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ତାମିଲନାଡୁ ଏବେ ଉତ୍କଟ ଜଳ ସମସ୍ୟା ଦେଇ ଗତି କରୁଛି। ଏଠାରେ ବୁନ୍ଦାଏ ପାଣି ପାଇଁ ଲୋକେ ଏକ ପ୍ରକାର ଡହଳ ବିକଳ ହେଉଛନ୍ତି। ତେବେ ଭୂପୃଷ୍ଠ ଜଳସ୍ତର ପୂର୍ବ ବର୍ଷ ଅପେକ୍ଷା କମି ଯାଇଥିବାରୁ ଏଭଳି ସମସ୍ୟା ଉପୁଜିଥିବା ଗୋଟିଏ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା

ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ...

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ...

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ...

ରାହୁଲ ଗାନ୍ଧୀ କହିଲେ, ଜୁଲାଇ ମାସ ଆସିଲା..ଟିକା ନାହିଁ: ଜବାବରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କରୋନା ଟିକାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପୁଣି ବର୍ଷିଛନ୍ତି। ଶୁକ୍ରବାର ଟୁଇଟ୍‌ କରି ସେ...

ବୁଲନ୍ଦସହରରେ ୨ ସାଧୁଙ୍କୁ ହତ୍ୟା: ଯୋଗୀଙ୍କ ସହ କଥା ହେଲେ ଉଦ୍ଧବ

ମୁମ୍ବାଇ,୨୮।୪: ସାରା ଦେଶ କରୋନା ମହାମାରୀ ସହ ଲଢୁଥିବା ବେଳେ ଉତ୍ତର ପ୍ରଦେଶର ବୁଲନ୍ଦସହରରେ ୨ଜଣ ସାଧୁଙ୍କୁ ହତ୍ୟା କରାଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।...

ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି...

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର...

ପୁଟିନଙ୍କ ସହ ୫୦ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୨ଦିନରେ ପହଞ୍ଚିଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ୫୦ ମିନିଟ...

Advertisement
Archives

Model This Week