ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି। ପ୍ରତିବର୍ଷ ବର୍ଷା ଦିନେ ଏପରି ସମସ୍ୟା ସୃଷ୍ଟି ହେଉଥିଲେ ବି ଡାକ୍ତରଖାନା କର୍ତ୍ତୃପକ୍ଷ ଏବଂ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାୟୀ ସମାଧାନ ନିମନ୍ତେ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri