Posted inଖେଳ

ବର୍ଷା ଯୋଗୁଁ ଓଡ଼ିଶା ମ୍ୟାଚ୍‌ ବାତିଲ

କଟକ ଅଫିସ,୨୫ା୯- ବର୍ଷା ଯୋଗୁଁ ବିଜୟ ହଜାରେ ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଓଡ଼ିଶା ଖେଳି ପାରିନାହିଁ । ଭଦୋଦରାର ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ୍‌ ବରୋଦା ବିପକ୍ଷରେ ଖେଳାଯାଇଥାନ୍ତା। ସୋମବାର ରାତିରେ ପ୍ରବଳ ବର୍ଷା ହେବା ଫଳରେ ଓଦା ପଡ଼ିଆରେ ମଙ୍ଗଳବାର ଖେଳିବା ସମ୍ଭବ ନ ଥିଲା। ମ୍ୟାଚ୍‌ ବାତିଲ ହୋଇ ଯାଇଥିବା ଯୋଗୁଁ ବରୋଦା ଓ ଓଡ଼ିଶା ୨ ପଏଣ୍ଟ ଲେଖାଏ ବାଣ୍ଟି ନେଇଛନ୍ତି। ଆସନ୍ତା ୨୬ ତାରିଖରେ ଭଦୋଦରାର ଦର୍ଶନମ ସ୍ପୋଟର୍‌ସ ଆଣ୍ଡ ଏକାଡେମୀ ଗ୍ରାଉଣ୍ଡରେ ଓଡ଼ିଶା ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ ହରିୟାଣା ବିପକ୍ଷରେ ଖେଳିବ। ଶୁଭ୍ରାଂଶୁ ଶେଖର ସେନାପତିଙ୍କ ନେତୃତ୍ୱାଧୀନ ଓଡ଼ିଶା ହରିୟାଣା ବିପକ୍ଷରେ ବିଜୟ ପଏଣ୍ଟ ପାଇବା ପାଇଁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସମ୍ବର ପରିବର୍ତ୍ତେ ଡାଲମା

ଅଗଷ୍ଟ ୧୫ରେ ଭାରତ ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରିଛି। ପାରମ୍ପରିକ ଭାବେ ନୂଆଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସମ୍ବୋଧିତ କରିଛନ୍ତି।…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri