Posted inଖେଳ

ବର୍ଷା ଯୋଗୁ ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ବିଳମ୍ବିତ

ସାଉଥାମ୍ପଟନ,୮।୭(ଏପି): କୋଭିଡ୍‌-୧୯ ମହାମାରୀ କାରଣରୁ ଗତ ଦୀର୍ଘ କେତେମାସ ହେବ ସ୍ଥଗିତ ରହିବା ପରେ ଏବେ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ଦି ରୋଜ ବଲ୍‌ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ବିଳମ୍ବିତ ହୋଇଛି। ବର୍ଷା ଓ କୋହଲା ପାଗ ପାଇଁ ଟସ୍‌ ପଡିବାରେ ବିଳମ୍ବ ହୋଇଛି। ପ୍ରଥମ ଦିନରେ ଆହୁରି ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ମାର୍ଚ୍ଚ ମାସ ପ୍ରାରମ୍ଭରୁ ଏହି ମହାମାରୀ କାରଣରୁ ଏପର୍ଯ୍ୟନ୍ତ କୌଣସି କ୍ରିକେଟ ମ୍ୟାଚ୍‌ ଖେଳାଯାଇନାହିଁ। ନିୟମିତ ଅଧିନାୟକ ଜୋ ରୁଟ୍‌ଙ୍କ ଅନୁପସ୍ଥିତିରେ ବେନ୍‌ ଷ୍ଟୋକ୍ସ ଦଳର ନେତୃତ୍ୱ ନେଉଛନ୍ତି। ସେହିପରି ଜାସନ ହୋଲ୍ଡର ଓ୍ବେଷ୍ଟଇଣ୍ଡିଜର ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ରୁ ଭାରତୀୟ ଦଳ ୭ କୋଟି ୩୯ ଲକ୍ଷ ଟଙ୍କା ପାଇଲା

ନୂଆଦିଲ୍ଲୀ, ୧୬।୭- କ୍ରିକେଟ୍‌ ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ରୋମାଞ୍ଚକ ଭାବେ ଶେଷ ହୋଇଛି। ଫାଇନାଲରେ ଉଭୟ ମ୍ୟାଚ୍‌ ଓ ସୁପର୍‌ ଓଭର ଟାଇ ରହିବା ଫଳରେ...

୯୬ ମିଟର ଛକା ମାରି ମ୍ୟାଚ୍‌ ଜିତାଇଲେ ଧୋନୀ, ପ୍ରଶଂସକ କହିଲେ…

ଶାରଜା,୧।୧୦: ଆଇପିଏଲ ୨୦୨୧ର ୪୪ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୬ଟି ଉଇକେଟରେ ପରାସ୍ତ କରିଛି।ଏହି ବିଜୟ ସହିତ ମହେନ୍ଦ୍ର ସିଂ ଧୋନୀଙ୍କ...

୧୯ ବର୍ଷରୁ କମ୍‌ ନ୍ୟୁଜିଲାଣ୍ଡ ଖେଳାଳିଙ୍କୁ ସଚିନ, ରୋହିତଙ୍କ ପ୍ରଶଂସା

ନୂଆଦିଲ୍ଲୀ,୩୧।୧- ନ୍ୟୁଜିଲାଣ୍ଡ ଖେଳାଳିମାନେ ଖେଳୁଆଡ଼ ମନୋଭାବ ପାଇଁ ବିଶ୍ୱରେ ବେଶ ପରିଚିତ। କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଦଳ ଆଇସିସି ବିଶ୍ୱକପ୍‌ ଫାଇନାଲରେ ପରାଜୟ ପରେ...

ଡେବ୍ୟୁ ମ୍ୟାଚ୍‌ରେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ...

ଜୁନିୟର ହକି ବିଶ୍ୱକପ୍‌; ଭାରତୀୟ ଦଳରେ ୩ ଓଡ଼ିଆ ସାମିଲ

ଭୁବନେଶ୍ବର,୧୧।୧୧: ହକି ଇଣ୍ଡିଆ ପକ୍ଷରୁ ୨୧ବର୍ଷରୁ କମ ଜୁନିୟର ହକି ବିଶ୍ବକପ୍‌ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ୧୮ ଜଣିଆ ଟିମରେ ଓଡିଶାରୁ ୩ଜଣଙ୍କୁ...

ଐତିହାସିକ ମ୍ୟାଚ୍‌ ପୂର୍ବରୁ ସଙ୍କଟରେ ଭାରତୀୟ ଦଳ

ଅହମଦାବାଦ୍‌,୩।୨:ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ସିରିଜ ଫେବୃୟାରୀ ୬ରୁ ଆରମ୍ଭ ହେବାକୁ ଯାଉଛି। କିନ୍ତୁ ଏହା ପୂର୍ବରୁ ମଧ୍ୟ ଟଭାରତୀୟ ଦଳର ଅଧିକାଂଶ...

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି

ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍‌ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫...

ଅବସର ନେଇ ଧୋନୀ କିଛି କହିନାହାନ୍ତି: କୋହଲି

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀ ଅବସର ତଥା ତାଙ୍କ ଭବିଷ୍ୟତ ଯୋଜନା ନେଇ କିଛି ସୂଚନା ଦେଇ ନାହାନ୍ତି ବୋଲି ଅଧିନାୟକ ବିରାଟ କୋହଲି...

Advertisement
Archives

Model This Week