ବର୍ଷା ଯୋଗୁ ଘୁଞ୍ଚିଲା ଜିଲା ମହୋତ୍ସବ

ଅନୁଗୋଳ ଅଫିସ,୭।୨: ଅନୁଗୋଳରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁୁ ଜିଲା ମହୋତ୍ସବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୭ରୁ ୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମହୋତ୍ସବ ୧୧ରୁ ୧୩ ପର୍ଯ୍ୟନ୍ତ କରାଯିବ ବୋଲି ଜିଲା ସଂସ୍କୃତି ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଅନ୍ୟ ଅଧିକାରୀମାନେ ଅନୁଗୋଳ ଷ୍ଟାଡିୟମ ପରିଦର୍ଶନ କରିବା ପରେ ଏପରି ନିଷ୍ପତ୍ତି ନେଇଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଗଲିପୋଲ ନିର୍ମାଣ ବିବାଦ: ସତ୍‌ସଙ୍ଗକେନ୍ଦ୍ର ନିକଟରେ ଗଳି ପୋଲ ନିର୍ମାଣ ଦାବି

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଉପରେ ଗଳିପୋଲ ନିର୍ମାଣ ପାଇଁ ବିବାଦ ଛିଡୁନି। ଏହି ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି।...

ଦୁବାଇରୁ ଆସିଲା ଶ୍ରମିକଙ୍କ ମୃତଦେହ

ଛତ୍ରପୁର,୨୯ା୧(ଡି.ଏନ.ଏ.): ଦୁବାଇରୁ ଶ୍ରମିକଙ୍କ ମୃତଦେହ ରବିବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ପଞ୍ଚାୟତ ଅଧୀନ ପାଇତାରି ଗାଁରେ ଆସି ପହଞ୍ଚିଛି। ସେ ହେଲେ ସନ୍ତୋଷ...

ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ...

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ...

ମଣ୍ଡି ଖୋଲିବାରେ ବିଳମ୍ବ: ପ୍ରତିବାଦରେ ଚାଷୀଙ୍କ ଧାରଣା

ବନ୍ତଳା,୬ା୧(ଡି.ଏନ.ଏ.)- ଧାନମଣ୍ଡି ଖୋଲାଯିବାରେ ବିଳମ୍ବ ପ୍ରତିବାଦରେ ଅନୁଗୋଳ ବ୍ଲକ ମାଟିଆସାହି ପଞ୍ଚାୟତ ପୁରୁଣାଗଡ଼ରେ ଥିବା ସେବା ସମବାୟ ସମିତି ସମ୍ମୁଖରେ ସୋମବାର ୫୦ରୁ ଊଦ୍ଧର୍‌ବ ଚାଷୀ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା,...

ଜିଲା ପରିଷଦ ସଭ୍ୟ ହେଲେ ପରିବା ବିକାଳି

ରାୟଗଡ଼ା ଅଫିସ, ୧ା୩:ପରିବା ବିକାଳିରୁ ହେଲେ ଜିଲା ପରିଷଦ ସଭ୍ୟ। ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ‘କ’ ଜୋନ୍‌ରୁ କଂଗ୍ରେସ ପ୍ରାର୍ଥୀ ଟାଙ୍ଗୁଡୁ ଶ୍ରୀଧର ବିଜୟୀ...

ଧାନ ଉଠୁନି, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୭।୧୨: ବରଗଡ଼ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇ...

Advertisement
Archives

Model This Week