ବର୍ଷା ଯୋଗୁ ମଣ୍ଡିରେ ପଡ଼ିରହିଥିବା ଧାନ ହେଲା ଗଜା: ଚିନ୍ତାରେ ଚାଷୀ

ଅତାବିରା,୧୩।୬(ଡି.ଏନ୍‌.ଏ.): ଧାନ କିଣା ବିକାକୁ ନେଇ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ଅଧିନସ୍ଥ ୧୯ଟି ମାର୍କେଟ ୟାର୍ଡ ଓ ୧୦ଟି କ୍ରୟ କେନ୍ଦ୍ର ଖୋଲଯାଇଛି। ହେଲେ ଏଲୋଡମେଣ୍ଟ ଆସି ନ ଥିବାରୁ ବିକ୍ରି ହୋଇ ପାରି ନ ଥିବା ୪ଲକ୍ଷରୁ ଊର୍ଦ୍ଧ୍ୱ ଧାନ ବସ୍ତା ଏବେ ମଣ୍ଡିରେ ପଡ଼ି ରହିଛି। ତେବେ ଜିଲାରେ ଦୁଇଦିନ ଧରି ବର୍ଷା ହୋଇଥିବାରୁ ମଣ୍ଡିରେ ଥିବା ଧାନ ସବୁ ଗଜା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ଚାଷୀମାନେ ଏବେ ହତାଶ ହୋଇପଡ଼ିଛନ୍ତି। ଯଦି ତୁରନ୍ତ ପ୍ରଶାସନ ଏହାକୁ ବିକ୍ରି କରିବାର ବ୍ୟବସ୍ଥା ନ କରନ୍ତି ତେବେ ଧାନ ସବୁ ଗଜା ହୋଇ ନଷ୍ଟ ହୋଇଯିବ। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଚାଷୀମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri