ବର ବେଶରେ ସଜ୍ଜିତ ହେଲେ ବାବା ଆଖଣ୍ଡଳମଣି, ଆଜି ଅପରାହ୍ନରେ ହେବ ବିବାହ

ଆରଡ଼ି,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ଅପରାହ୍ନରେ ଶିବ ବିବାହ ଅନୁଷ୍ଠିତ ହେବ। ସକାଳୁ ମାତା ପାର୍ବତୀ ଓ ବାବା ମହାଦେବଙ୍କୁ ମଙ୍ଗୁଳା ଯାଇଥିଲା। ପରେ ବାବା ଆଖଣ୍ଡଳମଣିଙ୍କୁ ବରବେଶରେ ସଜ୍ଜିତ କରାଯାଇଥିଲା। ବରମାତା ଜ୍ୟୋତ୍ସ୍ନାରାଣୀ ପାଢ଼ୀ ଓ ପିତା ତପନ ପାଢ଼ୀ ଭକ୍ତି ସହକାରେ ପ୍ରଭୁଙ୍କୁ ବିମାନରେ ବିଜେ କରାଇଥିଲେ । ବର ବିମାନକୁ ୪ ଜଣ ସେବାୟତ ମନ୍ଦିର ବେଢ଼ାରେ ଥିବା ବିବାହ ମଣ୍ଡପକୁ ନେଇଯାଇଥିଲେ। ସେଠାରେ ଅପରାହ୍ନରେ ବିବାହ ସମ୍ପନ୍ନ ହେବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସମସ୍ତ କାର୍ଯ୍ୟରେ ସାମାଜିକ ଦୂରତା ରକ୍ଷା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri