
ବଲାଙ୍ଗୀର ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବଲାଙ୍ଗୀର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ଆଗୁଆ ରହିଛନ୍ତି। ନରସିଂହ ୮୨୬୬ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଅର୍କେଶ ନାରାୟଣ ସିଂଦେଓ ୬୩୦୭ ଭୋଟ ପାଇଛନ୍ତି।
ବଲାଙ୍ଗୀର ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବଲାଙ୍ଗୀର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ଆଗୁଆ ରହିଛନ୍ତି। ନରସିଂହ ୮୨୬୬ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଅର୍କେଶ ନାରାୟଣ ସିଂଦେଓ ୬୩୦୭ ଭୋଟ ପାଇଛନ୍ତି।
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା...
ନୟାଗଡ଼ ଅଫିସ,୨୩।୧: ନୟାଗଡ଼ ଜିଲାର ରଣପୁର ନିର୍ବାଚନ ମଣ୍ଡଳୀରେ ଭାଜପା ଓ ବିଜେଡି ଦଖଲରେ ଥିବା ଜିଲାପରିଷଦ ଜୋନ୍କୁ ପୁଣି ଅକ୍ତିଆର କରିବା ଉଭୟ ଦଳ...
ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ...
ଭୁବନେଶ୍ୱର,୧୫।୧(ବ୍ୟୁରୋ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସଂକ୍ରମଣବେଳେ ସ୍ୱାସ୍ଥ୍ୟସେବା କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଥିଲା। ବିଶେଷକରି ହସ୍ପିଟାଲରେ ସଂକ୍ରମଣ ବ୍ୟାପିବା ପରେ ଏଭଳି ସଂକଟ...
ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ...
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି।...
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଅସୁରକ୍ଷିତ ହେଉଛି ରାଜଧାନୀର ରାତି। ରାଜପଥଠାରୁ ଆରମ୍ଭ କରି ସହରର ମୁଖ୍ୟ ରାସ୍ତା ଓ ଗଳିକନ୍ଦିରେ ଉତ୍ପାତ କରୁଛନ୍ତି ଅପରାଧୀ। ମଙ୍ଗଳବାର ବିଳମ୍ବିତ ରାତିରେ...
ଗଞ୍ଜାମ ଜିଲାରେ ଅପରାଧ କମୁନି। ବ୍ରହ୍ମପୁର ଏବଂ ଗଞ୍ଜାମ ଦୁଇଟି ପୋଲିସ ଜିଲାରେ ଦୁଇଜଣ ଏସ୍ପି ଏବଂ ମାଳମାଳ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରାଟ ଟିମ୍...